Luke 14:18 — Compare Translations

7 translations compared side by side

Odia - 1840
"କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ଯକ୍ତିମାନେ କହିଲେ ଯେ, ସମାନେେ ଯାଇ ପାରିବେ ନାହିଁ। ପ୍ରେତ୍ୟକକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, 'ମୁଁ ଏବେ ଖଣ୍ଡେ ଜମି କିଣିଛି। ସହେି ଜମିଟି ଦେଖିବାକୁ ପର୍ତ୍ତମାନ ମାେତେ ୟିବାକୁ ପଡିବ। ଦୟାକରି ମାେତେ କ୍ଷମା କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସମସ୍ତେ ଏକମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ । ପ୍ରଥମ ଜଣ ତାହାକୁ କହିଲା, ମୁଁ ଖଣ୍ତେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନେ ଜଣ ଜଣ ହୋଇ ନ ଆସିବା ପାଇଁ ଆଳ ଦେଖାଇଲେ। ପ୍ରଥମ ଜଣ କହିଲା, ‘ମୁଁ ଗୋଟିଏ କ୍ଷେତ କିଣିଛି, ତାକୁ ଦେଖିବାକୁ ଯିବି, ମୋତେ କ୍ଷମା କର।’
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ୟକ୍ତିମାନେ କହିଲେ ଯେ, ସେମାନେ ଯାଇ ପାରିବେ ନାହିଁ। ପ୍ରତ୍ୟେକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, ‘ମୁଁ ଏବେ ଖଣ୍ଡେ ଜମି କିଣିଛି। ସେହି ଜମିଟି ଦେଖିବାକୁ ବର୍ତ୍ତମାନ ମୋତେ ଯିବାକୁ ପଡ଼ିବ। ଦୟାକରି ମୋତେ କ୍ଷମା କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ । ପ୍ରଥମ ଜଣ ତାହାକୁ କହିଲେ, ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ತೆ, ಸೊಯ್ರೆ, ಎಕ್ಲ್ಯಾಚ್ಯಾ ಫಾಟ್ನಾ ಎಕ್ಲೊ, ಎಕ್ಯೆಕ್ ನೆವಾನ್ ದಿವ್ಕ್‌ ಲಾಗ್ಲೆ, ಪಯ್ಲೆಚ್ಯಾನ್ ತ್ಯಾ ಆಳಾಕ್ “ಮಿಯಾ ಎಕ್ ನ್ಹವೆ ಶೆತ್ ಖರಿದಿ ಕರ್‍ಲಾ, ಮಿಯಾ ಜಾವ್ನ್ ಉಲ್ಲೆ ತೆ ಬಗುಕ್ ಪಾಜೆ ದಯಾ ಕರುನ್ ಮಾಕಾ ಮಾಪ್ ಕರ್”, ಮನುನ್ ಸಾಂಗುಕ್ ಲಾಗ್ಲೊ.