Luke 14:23 — Compare Translations
7 translations compared side by side
Odia - 1840
"ମାଲିକ ଚାକରକୁ କହିଲେ, 'ରାଜପଥ ଓ ଗ୍ରାମପଥକୁ ଚାଲିଯାଅ। ସଠାେରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଚା ହେଁ, ମାେ ଘର ପୁରାପୁରି ଭରିଯାଉ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ରାଜଦାଣ୍ତ ଓ ଗଛମୂଳକୁ ଯାଇ, ମୋର ଗୃହ ଯେପରି ପୂର୍ଣ୍ଣ ହୁଏ, ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ ବଳାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗୃହକର୍ତ୍ତା ଚାକରକୁ କହିଲେ, ‘ଏ ସହରତଳି ଗଳି କନ୍ଦରରୁ ଲୋକମାନଙ୍କୁ ଡ଼ାକି ଆଣ, ଯେପରି ମୋ’ ଘର ପୂର୍ଣ୍ଣ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ମାଲିକ ଗ୍ଭକରକୁ କହିଲେ, ‘ରାଜପଥ ଓ ଗ୍ରାମପଥକୁ ଗ୍ଭଲିଯାଅ। ସେଠାରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଗ୍ଭହେଁ, ମୋ’ ଘର ପୁରାପୁରି ଭରିଯାଉ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ‘ରାଜଦାଣ୍ଡ ଓ ବାଡ଼ ଆଡ଼କୁ ଯାଇ ଲୋକମାନଙ୍କୁ ଆସିବା ପାଇଁ କୁହ, ଯେପରି ମୋହର ଗୃହ ପୂର୍ଣ୍ଣ ହୁଏ।’
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ରାଜଦାଣ୍ଡ ଓ ଗଛମୂଳକୁ ଯାଇ, ମୋହର ଗୃହ ଯେପେରି ପୂର୍ଣ୍ଣ ହୁଏ, ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ କୁହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನ್ತಾನಾ, ಧನಿಯಾನ್ ಆಳಾಕ್, “ದೆಸಾತ್ಲ್ಯಾ ಸಗ್ಳ್ಯಾ ರಸ್ತ್ಯಾ ವೈನಿ. ಅನಿ ವನಿಯಾತ್ನಿ ಜಾ, ಅನಿ ಶೆತಾಂಚ್ಯಾ ವಾಟಾ ವೈನಿ ಜಾವ್ನ್ ಸಗ್ಳ್ಯಾ ಲೊಕಾಕ್ನಿ ಬಲ್ವುನ್ ಹಾನ್, ಅನಿ ಮಾಜೆ ಸಗ್ಳೆ ಘರ್ ಭರುಂದಿ,