Luke 14:26 — Compare Translations
7 translations compared side by side
Odia - 1840
"ଯଦି ଜଣେ ଲୋକ ମାେ ପାଖକୁ ଆ ସେ, କିନ୍ତୁ ଯଦି ମାେ ଅପେକ୍ଷା ତା ବାପାମାଆ, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତବେେ ସେ ଲୋକ ମାରେ ଶିଷ୍ଯ ହାଇେ ପାରିବ ନାହିଁ। ଜଣେ ଲୋକକୁ ତା' ନିଜ ଅପେକ୍ଷା ମାେତେ ଅଧିକ ଭଲ ପାଇବାକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯେବେ ମୋʼ ନିକଟକୁ ଆସି ଆପଣା ପିତା, ମାତା, ଭାର୍ଯ୍ୟା, ସନ୍ତାନ, ଭ୍ରାତା ଓ ଭଗ୍ନୀମାନଙ୍କୁ, ଏପରିକି ଆପଣା ପ୍ରାଣକୁ ସୁଦ୍ଧା ଅପ୍ରିୟ ଜ୍ଞାନ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେ କେହି ମୋ’ ନିକଟକୁ ଆସେ, ସେ ତା’ର ପିତାମାତା, ସ୍ତ୍ରୀ ସନ୍ତାନ, ଭାଇ ଭଉଣୀ, ଏପରିକି ନିଜଠାରୁ ମଧ୍ୟ ମୋତେ ଅଧିକ ପ୍ରେମ ନ କଲେ ମୋର ଶିଷ୍ୟ ହୋଇ ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଜଣେ ଲୋକ ମୋ’ ପାଖକୁ ଆସେ, କିନ୍ତୁ ଯଦି ମୋ’ ଅପେକ୍ଷା ତା’ ବାପାମା, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ। ଜଣେ ଲୋକକୁ ତା’ ନିଜ ଅପେକ୍ଷା ମୋତେ ଅଧିକ ଭଲ ପାଇବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କେହି ଯେବେ ମୋ’ ପାଖକୁ ଆସି ନିଜର ବାପା, ମା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ವಾಂಗ್ಡಾ ಯೆತಲೊ ಹರ್ ಎಕ್ಲೊ, ಅಪ್ನಾಚ್ಯಾ ಬಾಬಾಚ್ಯಾನ್ಕಿ, ಬಾಯ್ಚ್ಯಾನ್ಕಿ, ಬಾಯ್ಕೊ ಅನಿ ಪೊರಾಚ್ಯಾನ್ಕಿ, ಭಾವಾ ಭೆನಿಯಾಂಚ್ಯಾನ್ಕಿ, ಅನಿ ಅಪ್ನಾಚ್ಯಾನ್ಕಿ ಜಾಸ್ತಿ ಜೆ ಕೊನ್ ಮಾಜೊ ಪ್ರೆಮ್ ಕರಿನಾ ತೊ ಮಾಜೊ ಶಿಸ್ ಹೊವ್ಕ್ ಹೊಯ್ನಾ.