Luke 14:27 — Compare Translations
7 translations compared side by side
Odia - 1840
"ଜଣେ ଲୋକ ମାେତେ ଅନୁସରଣ କଲା ବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧଇେ ଚାଲିବ ନାହିଁ, ତବେେ ସେ ଲୋକ ମାରେ ଶିଷ୍ଯ ହାଇେ ପାରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ଆପଣା କ୍ରୁଶ ବହନ କରି ମୋହର ଅନୁଗମନ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଆପଣା କ୍ରୁଶ ବହନ କରି ମୋ’ ପଛରେ ନ ଆସେ, ସେ ମୋର ଶିଷ୍ୟ ହୋଇ ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ମୋତେ ଅନୁସରଣ କଲାବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧେଇ ଗ୍ଭଲିବ ନାହିଁ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಅಪ್ನಾಚೊ ಕುರಿಸ್ ವಾವುನ್ ಘೆವ್ನ್ ಮಾಜ್ಯಾ ಫಾಟ್ನಾ ಯೆಯ್ನಾ, ತೊ ಮಾಜೊ ಶಿಸ್ ಹೊವ್ಕ್ ಹೊಯ್ನಾ.