Luke 14:28 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ଯଦି ଗୋଟିଏ କୋଠଘର ତିଆରି କରିବାକୁ ଚାହୁଁଛ, ତବେେ ତୁମ୍ଭମାନେେ ପ୍ରଥ ସେ ବସି ସ୍ଥିର କରିବ ଯେ, ଏଥି ପାଇଁ କେତେ ଖର୍ଚ୍ଚ ହବେ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ ଯେ, କାମଟି ସଂମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖ ରେ ୟଥେଷ୍ଟ ଅର୍ଥ ଅଛି କି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ନିର୍ମାଣ କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
“ଯଦି ତୁମ ମଧ୍ୟରୁ କେହି ଗୋଟିଏ ଅଟ୍ଟାଳିକା ନିର୍ମାଣ କରିବାର ପରିକଳ୍ପନା କରେ, ତେବେ ସେ ପ୍ରଥମେ ବସି ଖର୍ଚ୍ଚ ଅଟ୍ଟକଳ କରେ ଓ ତା’ ପାଖରେ କାର୍ଯ୍ୟ ଶେଷ କରିବା ପାଇଁ ଯଥେଷ୍ଟ ଅର୍ଥ ଅଛି କି ନାହିଁ, ଦେଖେ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯଦି ଗୋଟିଏ କୋଠାଘର ତିଆରି କରିବାକୁ ଗ୍ଭହୁଁଛ, ତେବେ ତୁମ୍ଭେମାନେ ପ୍ରଥମେ ବସି ସ୍ଥିର କରିବ ଯେ, ଏଥିପାଇଁ କେତେ ଖର୍ଚ୍ଚ ହେବ। ତୁମ୍ଭମାନଙ୍କର ହିସାବ କରି ଦେଖିବା ଉଚିତ୍ ଯେ, କାମଟି ସମ୍ପୂର୍ଣ୍ଣ କରିବା ନିମନ୍ତେ ତୁମ୍ଭମାନଙ୍କ ପାଖରେ ଯଥେଷ୍ଟ ଅର୍ଥ ଅଛି କି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮಿ ಕೊನ್ಬಿ ಎಕ್ ಘರ್ ಭಾಂದ್ತಾನಾ, ತೆ ಘರ್ ಭಾಂದುನ್ ಸಾರಿ ಸರ್ಕೆ ಪೈಸೆ ಅಪ್ನಾಕ್ಡೆ ಹಾತ್ ಕಾಯ್ ನಾ,ಮನುನ್ ಅದ್ದಿಚ್ ಯವ್ಜನ್ ಘಾಲಿನ್ಯಾಶಿ ಕಾಯ್”,