Luke 14:3 — Compare Translations
7 translations compared side by side
Odia - 1840
"ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଚାରିଲେ, ବାଶ୍ରାମବାର ରେ ଭଲ କରିଦବୋ ଠିକ୍ ନା ଭୁଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ବିଧିସଙ୍ଗତ କି ନା? କିନ୍ତୁ ସେମାନେ ନୀରବ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଧର୍ମଗୁରୁ ଓ ଫାରୁଶୀମାନଙ୍କୁ ପଚାରିଲେ, “ବିଶ୍ରାମବାରରେ ସୁସ୍ଥ କରବା ବିଧିସଙ୍ଗତ କି ନା?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଗ୍ଭରିଲେ, “ବିଶ୍ରାମବାରରେ ଭଲ କରିଦେବା ଠିକ୍ ନା ଭୁଲ୍?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ନିୟମସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುನ್ ಖಾಯ್ದೆ ಶಿಕ್ವುತಲ್ಯಾಕ್ನಿ, ಅನಿ ಫಾರಿಜೆವಾಕ್ನಿ “ಅಮ್ಚೊ ಖಾಯ್ದೊ ಸಬ್ಬತಾಚ್ಯಾ ದಿಸಿ ಗುನ್ ಕರುಕ್ ಪರ್ವಾನ್ಗಿ ದಿತಾ ಕಾಯ್, ನಾ?” ಮನುನ್ ಇಚಾರ್ಲ್ಯಾನ್.