Luke 14:31 — Compare Translations
7 translations compared side by side
Odia - 1840
"ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ୟୁଦ୍ଧ କରିବାକୁ ବାହାରନ୍ତି, ତବେେ ସେ ଆଗ ବସି ଯୋଜନା କରନ୍ତି। ଯଦି ସହେି ରାଜାଙ୍କର କବଳେ ଦଶ ହଜାର ସୈନ୍ଯ ଥାଆନ୍ତି, ତବେେ ସେ କୋଡିଏ ହଜାର ସୈନ୍ଯ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିମ୍ଵା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
“ଯଦି ଜଣେ ରାଜା ଦଶ ହଜାର ସୈନ୍ୟ ନେଇ କୋଡ଼ିଏ ହଜାର ସୈନ୍ୟ ସହିତ ଆସୁଥିବା ରାଜାଙ୍କ ବିପକ୍ଷରେ ଯୁଦ୍ଧ କରିବାକୁ ବାହାରନ୍ତି, ତେବେ ସେ ସେହି ରାଜାଙ୍କ ସମ୍ମୁଖୀନ ହେବାକୁ ସମର୍ଥ କି ନୁହନ୍ତି, ପ୍ରଥମେ ବସି ସେ ବିଷୟ ସ୍ଥିର କରିବେ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ବାହାରନ୍ତି, ତେବେ ସେ ଆଗ ବସି ଯୋଜନା କରନ୍ତି। ଯଦି ସେହି ରାଜାଙ୍କର କେବଳ ଦଶ ହଜାର ସୈନ୍ୟ ଥା’ନ୍ତି, ତେବେ ସେ କୋଡ଼ିଏ ହଜାର ସୈନ୍ୟ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಕ್ಲೊ ಧಾ ಹಜಾರ್ ಸೈನಿಕಾ ಹೊತ್ತೊ ರಾಜಾ, ಎಕ್ಲ್ಯಾ ಇಸ್ ಹಜಾರ್ ಸೈನಿಕಾ ಹೊತ್ತ್ಯಾ ರಾಜಾಚ್ಯಾ ವಾಂಗ್ಡಾ ಝಗ್ಡೊ ಕರುಕ್ ಮನುನ್ ಜಾತಾನಾ, ತೊ ಅದ್ದಿಚ್ ಬಸುನ್, ಅಪ್ನಾಚ್ಯಾನ್ ತೆಚ್ಯಾ ವಾಂಗ್ಡಾ ಝಗ್ಡುನ್ ಜಿಕುಕ್ ಹೊತಾ ಕಾಯ್ ನಾ”, ಮನುನ್ ಯವ್ಜುನ್ ಬಗ್ತಾ