Luke 14:33 — Compare Translations
7 translations compared side by side
Odia - 1840
"ସହେିଭଳି ତୁମ୍ଭମାନେେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭମାନେେ ମାେତେ ଅନୁସରଣ କରିବାକୁ ଚାହିଁଲେ ତୁମ୍ଭମାନଙ୍କର ପ୍ରେତ୍ୟକକ ବିଷୟ ତ୍ଯାଗ କରିବ। ତୁମ୍ଭମାନେେ ଯଦି ତାହା କରି ନପାରିବ, ତବେେ ମାରେ ଶିଷ୍ଯ ହାଇେ ପାରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେକେହି ଆପଣାର ସର୍ବସ୍ଵ ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶେଷରେ ଯୀଶୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ସବୁ ବିଷୟ ହିସାବକୁ ନେଇ ନିଜର ସର୍ବସ୍ୱ ତ୍ୟାଗ କରିବାକୁ ପ୍ରସ୍ତୁତ ନ ହେଲେ, ମୋର ଶିଷ୍ୟ ହୋଇପାରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
“ସେହିଭଳି ତୁମ୍ଭେମାନେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭେମାନେ ମୋତେ ଅନୁସରଣ କରିବାକୁ ଗ୍ଭହିଁଲେ ତୁମ୍ଭମାନଙ୍କର ପ୍ରତ୍ୟେକ ବିଷୟ ତ୍ୟାଗ କରିବ। ତୁମ୍ଭେମାନେ ଯଦି ତାହା କରି ନ ପାରିବ, ତେବେ ମୋର ଶିଷ୍ୟ ହୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ “ತುಮ್ಚೆಕ್ಡೆ ಹೊತ್ತೆ ಸಗ್ಳೆ ಸೊಡುನ್ ಮಾಜ್ಯಾ ಫಾಟ್ನಾ ಯೆಲ್ಯಾ ಶಿವಾಯ್, ತುಮ್ಚ್ಯಾತ್ಲ್ಯಾ ಕೊನಾಕ್ಬಿ ಮಾಜೊ ಶಿಸ್ ಹೊವ್ಕ್ ಹೊಯ್ನಾ” ಮನುನ್ ಜೆಜುನ್ ಸಾಂಗಟ್ಲ್ಯಾನ್.