Luke 14:34 — Compare Translations
7 translations compared side by side
Odia - 1840
"ଲୁଣ ଗୋଟିଏ ଭଳ ଜିନିଷ। ଲୁଣ ଯଦି ତାର ଲୁଣିଆ ସ୍ବାଦ ହରାଇ ବ ସେ, ତବେେ ତା'ର କୌଣସି ମୂଲ୍ଯ ନାହିଁ। ତୁମ୍ଭମାନେେ ପୁଣି ଥରେ ତାର ଲୁଣିଆ ସ୍ବାଦ ଫରୋଇ ଦଇେ ପାରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ସ୍ଵାଦଯୁକ୍ତ କରାଯିବ?
Odia BSI (ପବିତ୍ର ବାଇବଲ (CL) NT (BSI))
“ଲବଣ ଉତ୍ତମ, କିନ୍ତୁ ଯଦି ତା’ର ଲବଣତ୍ୱ ହରାଏ, ତାକୁ ଆଉ କୌଣସି ଉପାୟରେ ଲବଣାକ୍ତ କରି ହେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପ୍ରଭାବ ହରାଅ ନାହିଁ “ଲୁଣ ଗୋଟିଏ ଭଳ ଜିନିଷ। ଲୁଣ ଯଦି ତା’ର ଲୁଣିଆ ସ୍ୱାଦ ହରାଇବ ସେ, ତେବେ ତା’ର କୌଣସି ମୂଲ୍ୟ ନାହିଁ। ତୁମ୍ଭେମାନେ ପୁଣି ଥରେ ତା’ର ଲୁଣିଆ ସ୍ୱାଦ ଫେରାଇ ଦେଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ?
Odia IRV 2017 (ଓଡିଆ ବାଇବେଲ)
ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಟ್ ಬರೆ ಹೊಯ್, ಖರೆ ಮಿಟ್ಟಾನ್, ಅಪ್ನಾಚಿ ಖಾರ್ಪಾನ್ ಕಳ್ದುನ್ ಘೆಟ್ಲ್ಯಾನ್ ತರ್,ತೆಕಾ ಅನಿ ಪರ್ತುನ್ ಖಾರ್ಪಾನ್ ದಿವ್ಕ್ ಹೊಯ್ನಾ.