Luke 14:5 — Compare Translations

7 translations compared side by side

Odia - 1840
"ଯୀଶୁ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ କହିଲେ, ଯଦି ବାଶ୍ରାମବାର ରେ ତୁମ୍ଭମାନଙ୍କ ପୁଅ କିମ୍ବା ତୁମ୍ଭମାନଙ୍କ ବଳଦଟି କୂଅ ଭିତ ରେ ଖସିପଡେ, ତବେେ ତୁମ୍ଭମାନେେ କ'ଣ ତାକୁ ସଙ୍ଗେସଙ୍ଗେ ବାହାରକୁ ଟାଣି ଆଣିବ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାରରେ ତତ୍କ୍ଷଣାତ୍ ଉଠାଇବ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ପରେ ସେ ସେମାନଙ୍କୁ କହିଲେ, “ଯଦି ତୁମ ମଧ୍ୟରୁ କାହାର ଗଧ ବା ବଳଦ ବିଶ୍ରାମବାର ଦିନ କୂଅରେ ପଡ଼ିଯାଏ, ତେବେ ସେହି ବିଶ୍ରାମବାରରେ ତୁମେ କ’ଣ ତାକୁ ସେହିକ୍ଷଣି ବାହାରକୁ ଉଠାଇ ଆଣିବ ନାହିଁ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ କହିଲେ, “ଯଦି ବିଶ୍ରାମବାରରେ ତୁମ୍ଭମାନଙ୍କ ପୁଅ କିମ୍ବା ତୁମ୍ଭମାନଙ୍କ ବଳଦଟି କୂଅ ଭିତରେ ଖସିପଡ଼େ, ତେବେ ତୁମ୍ଭେମାନେ କ’ଣ ତାକୁ ସଙ୍ଗେ ସଙ୍ଗେ ବାହାରକୁ ଟାଣି ଆଣିବ ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କ'ଣ ତାହାକୁ ବିଶ୍ରାମବାରରେ ସେହିକ୍ଷଣି ଉଠାଇବ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ತೆಂಕಾ “ತುಮ್ಚ್ಯಾತ್ಲೊ ಕೊನಾಚೊಬಿ ಪೊರ್ ನಾ ತರ್ ತುಮ್ಚೊ ಬೈಲ್ ಭಾಯ್ತ್ ಪಡ್ಲ್ಯಾರ್, ಸಬ್ಬತಾಚೊ ದಿಸ್ ರ್‍ಹಾಲ್ಯಾರ್‍ಬಿ, ತೆಕಾ ವೊಡುನ್ ಕಾಡುಚ್ಯಾ ಅದ್ದಿ ರ್‍ಹಾತ್ಯಾಶಿ ಕಾಯ್,” ಮನುನ್ ಇಚಾರ್‍ಲ್ಯಾನ್.