Luke 14:7 — Compare Translations
7 translations compared side by side
Odia - 1840
"ଯୀଶୁ ଲକ୍ଷ୍ଯ କଲେ ଯେ, କେତକେ ଅତିଥି ବସିବା ପାଇଁ ଭଲ ଆସନଟିଏ ଖାଜେୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ନିମନ୍ତ୍ରିତ ଲୋକମାନେ କିପ୍ରକାରେ ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଅତିଥି ଶ୍ରେଷ୍ଠ ସ୍ଥାନ ଖୋଜୁ ଥିବାର ଲକ୍ଷ୍ୟ କରି ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ନିଜକୁ ମହାନ୍ ବୋଲି ଭାବ ନାହିଁ। ଯୀଶୁ ଲକ୍ଷ୍ୟ କଲେ ଯେ, କେତେକ ଅତିଥି ବସିବା ପାଇଁ ଭଲ ଆସନଟିଏ ଖୋଜୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲೆಸೆ ಸೊಯ್ರೆ ಬರೆ ಬರೆ ಜಾಗೆ ಹುಡಕ್ತಲೆ ಜೆಜುನ್ ಬಗಟ್ಲ್ಯಾನ್. ತೆ ಬಗುನ್ ಜೆಜುನ್ ತೆಂಕಾ, ಹಿ ಕಾನಿ ಸಾಂಗಟ್ಲ್ಯಾನ್.