Luke 14:8 — Compare Translations
7 translations compared side by side
Odia - 1840
"ଯଦି ଜଣେ ତୁମ୍ଭକୁ ବିବାହଉତ୍ସବ ରେ ନିମନ୍ତ୍ରଣ କରୁଛି, ତବେେ ସବୁଠାରୁ ମୁଖ୍ଯ ଆସନ ରେ ବସନାହିଁ। କାରଣ ସହେି ଲୋକଟି ତୁମ୍ଭଠାରୁ ଅଧିକ ମହାନ ଲୋକକୁ ମଧ୍ଯ ଡାକି ଥାଇପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ଵାରା ବିବାହଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଦ୍ଵାରା ନିମନ୍ତ୍ରିତ ହୋଇଥିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
“କେହି ତୁମକୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ, ଶ୍ରେଷ୍ଠ ଆସନରେ ବସ ନାହିଁ। ଏପରି ହୋଇପାରେ ଯେ ତୁମଠାରୁ ଆଉ ଜଣେ ବିଶିଷ୍ଟ ଲୋକଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ଜଣେ ତୁମ୍ଭକୁ ବିବାହଉତ୍ସବରେ ନିମନ୍ତ୍ରଣ କରୁଛି, ତେବେ ସବୁଠାରୁ ମୁଖ୍ୟ ଆସନରେ ବସ ନାହିଁ। କାରଣ ସେହି ଲୋକଟି ତୁମ୍ଭଠାରୁ ଅଧିକ ମହାନ୍ ଲୋକକୁ ମଧ୍ୟ ଡାକି ଥାଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ,
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜିକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಕೊನ್ಬಿ ತುಮ್ಕಾ ಲಗ್ನಾಚ್ಯಾ ಜೆವ್ನಾಕ್ ಬಲ್ವುಲ್ಯಾರ್, ಬರ್ಯಾ-ಬರ್ಯಾ ಜಾಗ್ಯಾ ವೈನಿ ಜಾವ್ನ್ ಬಸುಚೆ ನ್ಹಯ್, ಕಶ್ಯಾಕ್ ಮಟ್ಲ್ಯಾರ್, ತುಮ್ಚ್ಯಾನ್ಬಿ ಜಾಸ್ತಿ ಮರ್ಯಾದಿಚ್ಯಾ ಮಾನ್ಸಾಕ್, ತೆನಿ ಬಲ್ವಲ್ಲೆ ರಾವ್ಕ್ ಫಿರೆ.