Luke 14:9 — Compare Translations

7 translations compared side by side

Odia - 1840
"ତୁମ୍ଭେ ଯଦି ସବୁଠାରୁ ମୁଖ୍ଯ ଆସନ ରେ ବସିଥିବ, ତବେେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, 'ଏହି ଲୋକଙ୍କୁ ତୁମ୍ଭ ଆସନଟି ଦଇଦେିଅ।' ତା'ପରେ ତୁମ୍ଭେ ସଠାରୁେ ଉଠି ପଛ ରେ ଥିବା ଶଷେ ଆସନଟିକୁ ୟିବ। ସେତବେେଳେ ତୁମ୍ଭକୁ ବଡ ଅପମାନ ଲାଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେ ତୁମ୍ଭକୁ ଓ ତାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ଏହାଙ୍କୁ ସ୍ଥାନ ଦିଅ; ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ତୁମର ଆତିଥ୍ୟକାରୀ ହୁଏତ ଆସି ତୁମକୁ କହିବେ, ଏହି ସ୍ଥାନଟି ତାଙ୍କ ପାଇଁ ଛାଡ଼ି ଦିଅ’। ସେତେବେଳେ ତୁମେ ଅପଦସ୍ଥ ହୋଇ ନିମ୍ନତମ ଆସନରେ ବସିବାକୁ ବାଧ୍ୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ସବୁଠାରୁ ମୁଖ୍ୟ ଆସନରେ ବସିଥିବ, ତେବେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, ‘ଏହି ଲୋକଙ୍କୁ ତୁମ୍ଭ ଆସନଟି ଦେଇଦିଅ।’ ତା’ପରେ ତୁମ୍ଭେ ସେଠାରୁ ଉଠି ପଛରେ ଥିବା ଶେଷ ଆସନଟିକୁ ଯିବ। ସେତେବେଳେ ତୁମ୍ଭକୁ ବଡ଼ ଅପମାନ ଲାଗିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ଏହାଙ୍କୁ ସ୍ଥାନ ଦିଅ; ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತುಮ್ಕಾ ಬಲ್ವಲ್ಲೊ ಯೆವ್ನ್, ಹ್ಯೊ ಜಾಗೊ ತೆಕಾ ದಿ, ಅನಿ ಉಟ್ ಹಿತ್ನಾ” ಮನುನ್ ಸಾಂಗ್ಲ್ಯಾರ್, ತುಕಾ ಲಜ್ತಲೆ ಪಡ್ತಾ, ಅನಿ ಎಗ್ದಮ್ ಫಾಟ್ಲ್ಯಾ ಜಾಗ್ಯಾರ್ ಜಾವ್ನ್ ಬಸ್ತಲೆ ಪಡ್ತಾ.