Luke 15:1 — Compare Translations

7 translations compared side by side

Odia - 1840
"ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନକେ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କରଗ୍ରାହୀ ଓ ପାପୀ ଲୋକସମସ୍ତେ ତାହାଙ୍କ ବାକ୍ୟ ଶ୍ରବଣ କରିବା ନିମନ୍ତେ ତାହାଙ୍କ ନିକଟକୁ ଆସୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ କରଆଦାୟକାରୀ ଓ ଅନ୍ୟ ସମାଜଚ୍ୟୁତ ଲୋକମାନେ ଯୀଶୁଙ୍କ କଥା ଶୁଣିବାକୁ ଆସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗରେ ଆନନ୍ଦ ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନେକ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ತೆರ್‍ಗಿ ವಸುಲ್ ಕರ್‍ತಲಿ ಲೊಕಾ, ಅನಿ ಪಾಪಿ ಲೊಕಾ, ಜೆಜುಚೆ ಶಿಕಾಪ್ ಆಯ್ಕುಚೆ ಮನುನ್ ಯೆಲ್ಲಿ.