Luke 15:10 — Compare Translations
7 translations compared side by side
Odia - 1840
"ସହେିଭଳି ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କଲେ, ପରମେଶ୍ବରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ଵରଙ୍କ ଦୂତମାନଙ୍କ ସମ୍ମୁଖରେ ଆନନ୍ଦ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ କହୁଛି, ସେହି ପ୍ରକାରେ ଜଣେ ପାପୀ ଅନୁତାପ କଲେ, ସ୍ୱର୍ଗଦୂତମାନେ ମଧ୍ୟ ଆନନ୍ଦ କରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କଲେ, ପରମେଶ୍ୱରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್, ಮಿಯಾ ತುಮ್ಕಾ ಸಾಂಗ್ತಾ, ಎಕ್ ಪಾಪಿ ಮಾನುಸ್, ಅಪ್ನಾಚೆ ಜಿವನ್ ಬದ್ಲುನ್ ಬರೊ ಹೊಲ್ಲ್ಯಾ ತನ್ನಾ, ದೆವಾಚ್ಯಾ ದುತಾಕ್ನಿ ಲೈ ಕುಶಿ ಹೊತಾ.