Luke 15:13 — Compare Translations

7 translations compared side by side

Odia - 1840
"ଅଳ୍ପ ଦିନ ପରେ ସାନପୁଅ ତା' ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଚାଲିଗଲା। ସଠାେରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡଇେ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଳ୍ପ ଦିନ ଉତ୍ତାରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ କଦାଚାରରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ଦିନ ପରେ ସାନ ପୁଅ ତା’ ସମ୍ପତ୍ତିର ଅଂଶ ବିକ୍ରୀ କଲା ଏବଂ ଟଙ୍କା ନେଇ ଘର ଛାଡ଼ି ଦୂର ଦେଶକୁ ଚାଲିଗଲା। ଭ୍ରଷ୍ଟାଚାରୀ ହୋଇ ଟଙ୍କା ଅପବ୍ୟୟ କଲା।
Odia Bible ERV 2004 (ପବିତ୍ର ବାଇବଲ)
“ଅଳ୍ପ ଦିନ ପରେ ସାନପୁଅ ତା’ ଭାଗର ସବୁ ସମ୍ପତ୍ତିତକ ସଂଗ୍ରହ କରି ଗୋଟିଏ ଦୂର ଦେଶକୁ ଗ୍ଭଲିଗଲା। ସେଠାରେ ସେ ଗୋଟିଏ ମୂର୍ଖ ଭଳି ଜୀବନଯାପନ କରି ସବୁ ଧନ ସମ୍ପତ୍ତି ଉଡ଼େଇ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।
Odia IRV 2017 (ଓଡିଆ ବାଇବେଲ)
ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ದಿಸಾ ಗೆಲ್ಲ್ಯಾ ಮಾನಾ, ಧಾಕ್ಲ್ಯಾ ಲೆಕಾನ್, ಅಪ್ನಾಚ್ಯಾ ವಾಟ್ಯಾಚಿ ಆಸ್ತಿ ಇಕ್ಲ್ಯಾನ್ ಅನಿ ಪೈಸೆ ಘೆವ್ನ್ ತೊ ಘರ್ ಸೊಡುನ್ ಎಕ್ ಧುರ್‍ಲ್ಯಾ ದೆಸಾಕ್ ಗೆಲೊ ಅನಿ ಫಿಡ್ಲೊ ಇಚಾರ್ ಕರಿನಸ್ತಾನಾ ಸಗ್ಳೆ ಪೈಸೆ ಮಜ್ಯಾ ಮಾರುನ್ ಖರಚ್ಲ್ಯಾನ್.