Luke 15:14 — Compare Translations

7 translations compared side by side

Odia - 1840
"ସବୁତକ ସାରି ଦଲୋ ପରେ, ସହେି ଦେଶ ରେ ଚାରିଆଡେ ଭୟଙ୍କର ଦୁର୍ଭିକ୍ଷ ପଡିଲା। ତାକୁ ଅଭାବ ଭିତ ରେ ଉପାସ ରେ ରହିବାକୁ ପଡିଲା। ତା'ର ଟଙ୍କା ଦରକାର ପଡିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କାଳକ୍ରମେ ତା’ର ଟଙ୍କା ସବୁ ଶେଷ ହୋଇଗଲା। ସେହି ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା ଏବଂ ସେ ଘୋର ଅଭାବର ସମ୍ମୁଖୀନ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ସବୁତକ ସାରିଦେଲା ପରେ, ସେହି ଦେଶରେ ଗ୍ଭରିଆଡ଼େ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତାକୁ ଅଭାବ ଭିତରେ ଉପାସରେ ରହିବାକୁ ପଡ଼ିଲା। ତା’ର ଟଙ୍କା ଦରକାର ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಕ್ಡೆ ಹೊತ್ತೆ ಸಗ್ಳೆಚ್, ತೆನಿ ಖರ್ಚ್ ಕರ್‍ಲ್ಯಾನ್, ತನ್ನಾ ತ್ಯಾ ದೆಸಾತ್ ಎಗ್ದಮ್ ಮೊಟೊ ಬರಗಾಲ್ ಪಡ್ಲೊ, ತೆಚೆಕ್ಡೆ ಕಾಯ್-ಕಾಯ್ ಹುರುಕ್‍ ನತ್ತೆ.