Luke 15:2 — Compare Translations
7 translations compared side by side
Odia - 1840
"ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, ଏହି ବ୍ଯକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ବାଗତ କରୁଛନ୍ତି ଓ ଏପରିକି ସମାନଙ୍କେ ସହିତ ଖାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀ ଓ ଧର୍ମଗୁରୁମାନେ ଆପତ୍ତି କରି କହିଲେ, “ଏହି ବ୍ୟକ୍ତି ସମାଜଚ୍ୟୁତ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି, ଏପରିକି ସେମାନଙ୍କ ସଙ୍ଗେ ଭୋଜନ କରୁଛନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, ଏହି ବ୍ୟକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି ଓ ଏପରିକି ସେମାନଙ୍କ ସହିତ ଖାଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಾರಿಜೆವಾ ಅನಿ ಖಾಯ್ದೆ ಶಿಕ್ವುತಲಿ ಲೊಕಾ, ಹೆ ಬಗುನ್ “ಹ್ಯೊ ಮಾನುಸ್ ಪಾಪಿ ಲೊಕಾಂಚ್ಯಾ ವಾಂಗ್ಡಾ ರ್ಹಾತಾ, ಅನಿ ತೆಂಚ್ಯಾ ವಾಂಗ್ಡಾ ಜೆವಾನ್ಬಿ ಕರ್ತಾ” ಮನುನ್ ಬೊಲುಲಾಗಲ್ಲಿ.