Luke 15:21 — Compare Translations

7 translations compared side by side

Odia - 1840
"ପୁଅ କହିଲା, 'ବାପା, ମୁଁ ପରମେଶ୍ବରଙ୍କ ବିରୁଦ୍ଧ ରେ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଛି। ମୁଁ ତୁମ୍ଭର ପୁଅ ହବୋକୁ ଯୋଗ୍ଯ ନୁହେଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁତ୍ର ତାଙ୍କୁ କହିଲା, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଅ କହିଲା, ‘ବାପା, ମୁଁ ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ ବିରୁଦ୍ଧରେ ଦୋଷ କରିଛି। ମୁଁ ଆଉ ତୁମ ପୁଅ ହେବାର ଯୋଗ୍ୟ ନୁହେଁ।’
Odia Bible ERV 2004 (ପବିତ୍ର ବାଇବଲ)
ପୁଅ କହିଲା, ‘ବାପା, ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ ପାପ କରିଛି। ମୁଁ ତୁମ୍ଭର ପୁଅ ହେବାକୁ ଯୋଗ୍ୟ ନୁହେଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಲೆಕಾನ್ “ಬಾಬಾ, ದೆವಾಚ್ಯಾ, ಅನಿ ತುಜ್ಯಾ ವಾಟೆಕ್ ಅಡ್ವೆ ಜಾವ್ನ್, ಮಿಯಾ ಪಾಪ್ ಕರ್‍ಲೊ,ತುಜೊ ಲೆಕ್ ಮನುನ್ ಘೆತಲಿ ಮರ್‍ಯಾದ್ ಮಾಕಾ ನಾ”, ಮಟ್ಲ್ಯಾನ್.