Luke 15:22 — Compare Translations
7 translations compared side by side
Odia - 1840
"କିନ୍ତୁ ବାପା ତାହାଙ୍କ ଚାକରମାନଙ୍କୁ ଡାକି କହିଲେ, ଶୀଘ୍ର ଯାଅ, ତା' ପାଇଁ ସବୁଠାରୁ ଭଲ ପୋଷାକପତ୍ର ଆଣ। ତା' ଆଙ୍ଗୁଠି ରେ ମୁଦିଟିଏ ପିନ୍ଧାଇ ଦିଅ। ପାଦ ରେ ଭଲ ଜୋତା ପିନ୍ଧାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଚଞ୍ଚଳ ଘେନିଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବାପା ତାଙ୍କର ଦାସମାନଙ୍କୁ ଡ଼ାକି କହିଲେ, ‘ଶୀଘ୍ର ଯାଅ। ସବୁଠାରୁ ଭଲ ଲୁଗା ଆଣି ତାକୁ ପିନ୍ଧାଅ। ତା’ର ଆଙ୍ଗୁଠିରେ ମୁଦି ଓ ପାଦରେ ଯୋତା ପିନ୍ଧାଅ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ବାପା ତାହାଙ୍କ ଗ୍ଭକରମାନଙ୍କୁ ଡାକି କହିଲେ, “ଶୀଘ୍ର ଯାଅ, ତା’ ପାଇଁ ସବୁଠାରୁ ଭଲ ପୋଷାକ ଆଣ। ତା’ ଆଙ୍ଗୁଠିରେ ମୁଦିଟିଏ ପିନ୍ଧାଇ ଦିଅ। ପାଦରେ ଭଲ ଜୋତା ପିନ୍ଧାଇ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಬಾಬಾನ್ ಆಳಾಕ್ನಿ ಬಲ್ವುನ್ “ಲಗ್ಗುನಾ, ಜಾವ್ನ್ ಬರ್ಯಾತ್ಲೆ ಬರೆ ಕಪ್ಡೆ ಹಾನಾ ಅನಿ ತೆಕಾ ನೆಸ್ವಾ. ಬೊಟಾಕ್ ಮುದ್ದಿ ಘಾಲಾ ಅನಿ ತೆಚ್ಯಾ ಪಾಯಾತ್ನಿ ಹೊನಾಯಾ ಘಾಲಾ.