Luke 15:27 — Compare Translations
7 translations compared side by side
Odia - 1840
"ଚାକରଟି କହିଲା, 'ତୁମ୍ଭ ଭାଇ ଫରେି ଆସିଛି। ତୁମ୍ଭ ବାପା ଭୋଜି ପାଇଁ ମାଟୋ ବାଛୁରୀଟି ମାରିଛନ୍ତି। ତୁମ୍ଭ ଭାଇ କୁଶଳ ରେ ଫରେି ଆସିଥିବାରୁ ତୁମ୍ଭ ବାପା ବହୁତ ଖୁସି ହେଉଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ମୋଟା ପଶୁଟିଏ ମାରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚାକରଟି କହିଲା, ‘ଆପଣଙ୍କ ସାନ ଭାଇ ଘରକୁ ଫେରି ଆସିଛନ୍ତି। ସେ କୁଶଳରେ ଘରକୁ ଫେରି ଥିବାରୁ ଆପଣଙ୍କ ବାପା ହୃଷ୍ଟପୁଷ୍ଟ ବାଛୁରୀ ମାରିଛନ୍ତି।’
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭକରଟି କହିଲା, ‘ତୁମ୍ଭ ଭାଇ ଫେରି ଆସିଛି। ତୁମ୍ଭ ବାପା ଭୋଜି ପାଇଁ ମୋଟା ବାଛୁରିଟି ମାରିଛନ୍ତି। ତୁମ୍ଭ ଭାଇ କୁଶଳରେ ଫେରି ଆସିଥିବାରୁ ତୁମ୍ଭ ବାପା ବହୁତ ଖୁସୀ ହେଉଛନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ହୃଷ୍ଟ ପୃଷ୍ଟ ପଶୁଟିଏ ମାରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ମୋଟା ବାଛୁରିଟିଏ ମାରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಆಳಾನ್ ತೆಕಾ “ತುಜೊ ಭಾವ್ ಪರ್ತುನ್ ಘರಾಕ್ ಯೆಲಾ, ಅನಿ ತುಜ್ಯಾ ಬಾಬಾನ್ ತೆಚೆಸಾಟ್ನಿ ಎಕ್ ಬರೊ ಪುಟ್ಪುಟಿತ್ ಪಾಡ್ಕು ಮಾರುಕ್ ಲಾವ್ಲ್ಯಾನಾಯ್, ತುಜೊ ಭಾವ್ ಸುರಕ್ಷಿತ್ ಪರ್ತುನ್ ಯೆಲಾ ಮನುನ್. ಹ್ಯೊ ಅವಾಜ್ ಹೊವ್ಲಾ”, ಮಟ್ಲ್ಯಾನ್.