Luke 15:29 — Compare Translations
7 translations compared side by side
Odia - 1840
"ବଡ ପୁଅ ବାପାଙ୍କୁ କହିଲା, 'ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସବୋ କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମାେ ପାଇଁ ଛଳେିଟିଏ ମଧ୍ଯ କବେେ ମାରିନାହଁ। ତୁମ୍ଭେ ମାେ ପାଇଁ ଓ ମାେ ବନ୍ଧୁମାନଙ୍କ ପାଇଁ କବେେ ହେଲେ ଭୋଜିଟିଏ ଦଇନୋହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ପିତାଙ୍କୁ ଉତ୍ତର ଦେଲା, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଗୋଲାମ ପରି ଖଟିଆସିଅଛି, ପୁଣି କେବେ ହେଲେ ତୁମ୍ଭର ଆଜ୍ଞା ଲଙ୍ଘନ କରି ନାହିଁ, ତଥାପି ମୋର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେ ହେଲେ ଛେଳିଛୁଆଟିଏ ସୁଦ୍ଧା ଦେଇ ନାହଁ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ ବାପାଙ୍କୁ ଉତ୍ତର ଦେଲା, ‘ଦେଖ, ବର୍ଷ ବର୍ଷ ଧରି ମୁଁ ତୁମର କ୍ରୀତଦାସ ବରି କାର୍ଯ୍ୟ କରୁଛି ଓ କେବେହେଲେ ତୁମର ଆଦେଶ ଅମାନ୍ୟ କରି ନାହିଁ। ତୁମେ ମୋତେ କ’ଣ ଦେଇଛ? ମୋର ବନ୍ଧୁମାନଙ୍କ ସହିତ ଭୋଜି କରିବା ପାଇଁ ମୋତେ ଛେଳିଟିଏ ସୁଦ୍ଧା ଦେଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ବଡ଼ ପୁଅ ବାପାଙ୍କୁ କହିଲା, ‘ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସେବା କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମୋ’ ପାଇଁ ଛେଳିଟିଏ ମଧ୍ୟ କେବେ ମାରି ନାହଁ। ତୁମ୍ଭେ ମୋ’ ପାଇଁ ଓ ମୋ’ ବନ୍ଧୁମାନଙ୍କ ପାଇଁ କେବେ ହେଲେ ଭୋଜିଟିଏ ଦେଇ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋହର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ಅಪ್ನಾಚ್ಯಾ ಬಾಬಾಕ್, “ಬಾಬಾ, ಎವ್ಡಿ ಸಗ್ಳಿ ವರ್ಸಾ, ಎಕ್ ಆಳಾಚ್ಯಾ ಸರ್ಕೆ, ಮಿಯಾ ತುಜ್ಯಾಸಾಟಿ ಕಾಮ್ ಕರ್ಲೊ, ಅನಿ ಕನ್ನಾಚ್ ಮಿಯಾ ತುಜಿ ಗೊಸ್ಟ್ ಮೊಡುಕ್ ನಾ. ತರ್, ತಿಯಾ ಮಾಕಾ ಕಾಯ್ ದಿಲೆ? ದೊಸ್ತಾಂಚ್ಯಾ ವಾಂಗ್ಡಾ ಮಜ್ಯಾ ಕರ್ ಮನುನ್. ಎಕ್ ಶೆಳ್ ಸೈತ್ ತಿಯಾ ಮಾಕಾ ದಿವ್ಕ್ನೆಯ್!