Luke 15:32 — Compare Translations

7 translations compared side by side

Odia - 1840
"କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସି ହବୋ ଓ ଭୋଜି କରିବା ଉଚିତ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୋ’ ଭାଇଟି ମରି ଯାଇଥିଲା, କିନ୍ତୁ ଏବେ ବଞ୍ଚିଲା। ସେ ହଜି ଯାଇଥିଲା, ଏବେ ମିଳିଲା। ଏଥିପାଇଁ ଆମେ ଆନନ୍ଦ ଉତ୍ସବ କରୁଛୁ’।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସୀ ହେବା ଓ ଭୋଜି କରିବା ଉଚିତ୍।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಅಮಿ ಗರ್‍ದಿ ಕರುಕ್ ಪಾಜೆ, ಕುಶಿ ಹೊವ್ಕ್ ಪಾಜೆ, ಕಶ್ಯಾಕ್ ಮಟ್ಲ್ಯಾರ್, ಮರಲ್ಲೊ ತುಜೊ ಭಾವ್ ಝಿತ್ತೊ ಹೊವ್ನ್ ಯೆಲಾ,ಕಳ್ದುನ್ ಗೆಲ್ಲೊ ಖರೆ ಅತ್ತಾ ತೊ ಅಮ್ಕಾ ಗಾವ್ಲಾ” ಮನುನ್ ಸಾಂಗಟ್ಲ್ಯಾನ್.