Luke 15:4 — Compare Translations

7 translations compared side by side

Odia - 1840
"ମନକରେ ତୁମ୍ଭମାନଙ୍କ ଭିତରୁ ଜଣକର ଶ ହଟେି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତବେେ ସେ ଅନେଶ୍ବତ ମେଣ୍ଢାଙ୍କୁ ଏକୁଟିଆ ଛାଡିଦଇେ ହଜି ଯାଇଥିବା ମେଣ୍ଢାଟିକୁ ଖାଜେିବା ପାଇଁ ବାହାରିପଡିବ ଓ ତାକୁ ପାଇବା ପର୍ୟ୍ଯନ୍ତ ସେ ଖାଜେିବାକୁ ଲାଗିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶ୍ଵତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
“ମନେକର, ତୁମ୍ଭମାନଙ୍କ ମଧ୍ୟରୁ ଜଣକର ଶହେଟି ମେଣ୍ଢା ଅଛି ଏବଂ ସେଥିରୁ ଗୋଟିଏ ହଜିଗଲା - ତେବେ ସେ କ’ଣ କରେ? ସେ ଅନ୍ୟ ଅନେଶ୍ୱତ ମେଣ୍ଢାଙ୍କୁ ପଡ଼ିଆରେ ଛାଡ଼ି, ହଜିଥିବା ମେଣ୍ଢାଟି ପାଇବା ପର୍ଯ୍ୟନ୍ତ ଖୋଜିବାକୁ ଯାଏ।
Odia Bible ERV 2004 (ପବିତ୍ର ବାଇବଲ)
“ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଶହେଟି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେ ଅନେଶ୍ୱତ ମେଣ୍ଢାଙ୍କୁ ଏକୁଟିଆ ଛାଡ଼ିଦେଇ ହଜି ଯାଇଥିବା ମେଣ୍ଢାଟିକୁ ଖୋଜିବା ପାଇଁ ବାହାରି ପଡ଼ିବ ଓ ତାକୁ ପାଇବା ପର୍ଯ୍ୟନ୍ତ ସେ ଖୋଜିବାକୁ ଲାଗିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಚ್ಯಾತ್ಲ್ಯಾ ಎಕ್ಲ್ಯಾಕ್ಡೆ ಸೆಂಬರ್ ಬಕ್ರಿ ಹಾತ್ ಮನುವಾ, ಅನಿ ತ್ಯಾತುರ್‍ಲೆ ಎಕ್ ಬಕ್ರೆ ಕಳದ್ಲೆ ತರ್ ತೊ ಕಾಯ್ ಕರ್‍ತಾ? ತ್ಯಾ ನ್ಹವದಾರ್ ನ್ಹವ್ ಬಕ್ರ್ಯಾಕ್ನಿ ಥಯ್ಚ್ ಸೊಡುನ್, ಕಳ್ದುನ್ ಗೆಲ್ಲ್ಯಾ ಎಕುಚ್ಎಕ್ ಬಕ್ರ್ಯಾಕ್, ಗಾವಿ ಪತರ್ ಹುಡ್ಕುಕ್ ಜಾತಾ”.