Luke 15:6 — Compare Translations

7 translations compared side by side

Odia - 1840
"ସେ ତା ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମାରହଜେି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ଯନ୍ତ ଆନନ୍ଦିତ। ଆସ, ମାେ ସହିତ ତୁମ୍ଭମାନେେ ଆନନ୍ଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ସାଙ୍ଗସାଥୀ ଓ ପଡ଼ୋଶୀମାନଙ୍କୁ ଡ଼ାକି କହେ, ‘କେଡ଼େ ଖୁସିର କଥା, ମୁଁ ହଜି ଯାଇଥିବା ମେଣ୍ଢାଟି ପାଇଛି। ଆସ, ଆମୋଦ ପ୍ରମୋଦ କରିବା!’
Odia Bible ERV 2004 (ପବିତ୍ର ବାଇବଲ)
ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମୋର ହଜି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ୟନ୍ତ ଆନନ୍ଦିତ। ଆସ, ମୋ’ ସହିତ ତୁମ୍ଭେମାନେ ଆନନ୍ଦ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಕಾ, ಘರಾಕ್ ಹಾನ್ತಾ, ತನ್ನಾ ಅಪ್ನಾಚ್ಯಾ ದೊಸ್ತಾಕ್ನಿ, ಅನಿ ಅಜು-ಬಾಜುಚ್ಯಾಕ್ನಿ ಬಲ್ವುನ್ ಮಾಕಾ ಲೈ ಕುಶಿ ಹೊವ್ಲಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಚುಕುನ್ ಗೆಲ್ಲೆ ಮಾಜೆ ಬಕ್ರೆ, ಮಾಕಾ ಗಾವ್ಲೆ, ಯೆವಾ, ಅಮಿ ಗರ್‍ದಿ ಕರುವಾ! ಮನ್ತಾ.