Luke 15:7 — Compare Translations
7 translations compared side by side
Odia - 1840
"ସହେିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତବେେଳେ ଜଣେ ପାପୀ ତା' ହୃଦୟ ପରିବର୍ତ୍ତନ କରିଥାଏ, ସେତବେେଳେ ସ୍ବର୍ଗ ରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ଯକ ନାହିଁ, ଏପରି ଅନେଶ୍ବତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ପ୍ରୟୋଜନ ନାହିଁ, ଏପରି ଅନେଶ୍ଵତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ଵର୍ଗରେ ଅଧିକ ଆନନ୍ଦ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ କହୁଛି, ସେହିପରି ଅନୁତାପ ଆବଶ୍ୟକ କରୁ ନ ଥିବା ଅନେଶ୍ୱତ ଧାର୍ମିକ ଲୋକମାନଙ୍କ ଅପେକ୍ଷା ଜଣେ ପାପୀ ମନ ଫେରାଇଲେ, ଈଶ୍ୱର ଅଧିକ ଆନନ୍ଦିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତେବେଳେ ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କରିଥାଏ, ସେତେବେଳେ ସ୍ୱର୍ଗରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ୟକ ନାହିଁ, ଏପରି ଅନେଶ୍ୱତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್, ಮಿಯಾ ತುಮ್ಕಾ ಸಾಂಗ್ತಾ, ನ್ಹವದಾರ್ ನ್ಹವ್ ಧರ್ಮಾನಿ ಚಲ್ತಲ್ಯಾ, ಅನಿ ಮನ್ ಬದ್ಲುಕ್ ತಯಾರ್ ನಸಲ್ಲ್ಯಾ ಲೊಕಾಂಚ್ಯಾನ್ಕಿ, ಮನ್ ಬದ್ಲುನ್ ಬರೊ ಹೊಲ್ಲ್ಯಾ ಎಕ್ ಪಾಪಿ ಮಾನ್ಸಾಸಾಟ್ನಿ ಸರ್ಗಾತ್ ಲೈ ಕುಶಿ ಹೊತಾ, ಮಟ್ಲ್ಯಾನ್.