Luke 15:8 — Compare Translations

7 translations compared side by side

Odia - 1840
"ମନକରେ ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତବେେ ସହେି ସ୍ତ୍ରୀଲୋକଟି ଆଲୁଅ ଲଗଇେ ଘର ସାରା ଭଲ କରି ଓଳଇେ ପକଇବେ ଓ ରୂପା ମୁଦ୍ରାଟି ନ ପାଇବା ପର୍ୟ୍ଯନ୍ତ ଚାରିଆଡେ ଖାଜେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯନିରେ ଖୋଜେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
“ମନେକର, ଜଣେ ସ୍ତ୍ରୀ ଲୋକର ଦଶଟି ରୌପ୍ୟ ମୁଦ୍ରା ଅଛି। ସେଥିରୁ ଗୋଟିଏ ହଜିଗଲା। ତେବେ ସେ କ’ଣ କରିବ? ସେ ଦୀପ ଜାଳି ଘର ଓଳାଇବ, ମୁଦ୍ରାଟି ପାଇଲା ପର୍ଯ୍ୟନ୍ତ ଚାରିଆଡ଼େ ଯତ୍ନ ସହକାରେ ଖୋଜିବ।
Odia Bible ERV 2004 (ପବିତ୍ର ବାଇବଲ)
“ମନେକର ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେହି ସ୍ତ୍ରୀଲୋକଟି ଆଲୁଅ ଲଗେଇ ଘର ସାରା ଭଲ କରି ଓଳେଇ ପକେଇବ ଓ ରୂପା ମୁଦ୍ରାଟି ନ ପାଇବା ପର୍ଯ୍ୟନ୍ତ ଗ୍ଭରିଆଡ଼େ ଖୋଜିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ನಾಹೊಲ್ಯಾರ್, ಧಾ ಚಾಂದಿಚೆ ಪೈಸೆ ಹೊತ್ತಿ ಎಕ್ ಬಾಯ್ಕೊಮಾನುಸ್, ತ್ಯಾತುರ್‍ಲಿ ಎಕ್ ಗಾಲಿ ಕಳ್ದುನ್ ಘೆತಾ ತನ್ನಾ ತಿ ಕಾಯ್ ಕರ್‍ತಾ? ತಿ, ಎಕ್ ಚಿಮ್ನಿ ಪೆಟ್ವುತಾ, ಸಗ್ಳೆ ಘರ್ ಝಾಡ್ತಾ! ಅನಿ ತೊ ಪೈಸೊ ಗಾವಿ ಪತರ್, ಸಗ್ಳ್ಯಾಕ್ಡೆ ಬರೆ ಕರುನ್ ಹುಡಕ್ತಾ.