Luke 15:9 — Compare Translations
7 translations compared side by side
Odia - 1840
"ହଜି ଯାଇଥିବା ରୂପାମୁଦ୍ରାଟି ପାଇଗଲେ ସେ ତା' ବଂଧୁ ଓ ପଡ଼ୋଶୀମାନଙ୍କୁ ଡାକି କହିବ, 'ମୁଁ ବହୁତ ଆନନ୍ଦିତ। କାରଣ ମାରେ ହଜି ଯାଇଥିବା ରୂପା ମୁଦ୍ରାଟି ମିଳିଗଲା। ଆସ, ମାେ ସହିତ ଆନନ୍ଦ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି କହେ, ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଦ୍ରାଟିକୁ ପାଇଲେ, ତା’ର ସାଙ୍ଗସାଥୀ ଓ ପଡ଼ୋଶୀମାନଙ୍କୁ ଡ଼ାକି କହିବ, ‘କେଡ଼େ ଖୁସିର କଥା! ହଜିଥିବା ମୁଦ୍ରାଟି ପାଇଲି, ଆସ ଆନନ୍ଦ କରିବା!’
Odia Bible ERV 2004 (ପବିତ୍ର ବାଇବଲ)
ହଜି ଯାଇଥିବା ରୂପାମୁଦ୍ରାଟି ପାଇଗଲେ ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କୁ ଡାକି କହିବ, ‘ମୁଁ ବହୁତ ଆନନ୍ଦିତ। କାରଣ ମୋର ହଜି ଯାଇଥିବା ରୂପା ମୁଦ୍ରାଟି ମିଳିଗଲା। ଆସ, ମୋ’ ସହିତ ଆନନ୍ଦ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಕಾ ತೊ ಪೈಸೊ ಗಾವಲ್ಲ್ಯಾ ತನ್ನಾ ತಿ ಅಪ್ನಾಚ್ಯಾ ದೊಸ್ತಿನ್ಯಾಕ್ನಿ, ಅನಿ ಅಜು-ಬಾಜುಚ್ಯಾಕ್ನಿ ಬಲ್ವುನ್ ಗೊಳಾ ಕರ್ತಾ, ಅನಿ ತೆಂಕಾ ಯೆವಾ ಅಮಿ ಗರ್ದಿ ಕರುವಾ, ಮಾಜೊ ಕಳದಲ್ಲೊ ಚಾಂದಿಚೊ ಪೈಸೊ ಮಾಕಾ ಗಾವ್ಲೊ, ಮಾಕಾ ಲೈ ಕುಶಿ ಹೊವ್ಲಾ” ಮನುನ್ ಸಾಂಗ್ತಾ.