Luke 16:1 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଜଣେ ଧନୀ ଲୋକ ଥିଲେ। ସେ ତାହାଙ୍କ ସମ୍ପତ୍ତିର ବୁଝାସୁଝା କରିବା ପାଇଁ ଗୁମାସ୍ତାଟିଏ ରଖିଲେ। ପରେ ଧନୀ ଲୋକ ଜଣକ ଅଭିଯୋଗ ପାଇଲେ ଯେ, ଗୁମାସ୍ତା ତାହାଙ୍କୁ ଠକୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାଙ୍କର ଜଣେ ବେବର୍ତ୍ତା ଥିଲା, ଆଉ ସେ ତାଙ୍କର ସମ୍ପତ୍ତି ଅପବ୍ୟୟ କରିଦେଉଅଛି ବୋଲି ତାହା ବିଷୟରେ ଅପବାଦ ଶୁଣି ସେ ତାହାକୁ ଡାକି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ - “ଜଣେ ଧନୀ ଲୋକର ସମ୍ପତ୍ତି ତତ୍ତ୍ୱାବଧାନ କରିବା ପାଇଁ ଯେଉଁ ବେବର୍ତ୍ତା ଥିଲା, ସେ ତାଙ୍କର ଧନ ଅପଚୟ କରୁଛି ବୋଲି ଧନୀ ଲୋକ ଶୁଣି ପାରିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବାସ୍ତବ ଧନ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଜଣେ ଧନୀ ଲୋକ ଥିଲେ। ସେ ତାହାଙ୍କ ସମ୍ପତ୍ତିର ବୁଝାସୁଝା କରିବା ପାଇଁ ଗୁମାସ୍ତାଟିଏ ରଖିଲେ। ପରେ ଧନୀ ଲୋକ ଜଣକ ଅଭିଯୋଗ ପାଇଲେ ଯେ, ଗୁମାସ୍ତା ତାହାଙ୍କୁ ଠକୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
Odia IRV 2017 (ଓଡିଆ ବାଇବେଲ)
ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ “ಎಗ್ದಾ ಎಕ್ ಸಾವ್ಕಾರ್ ಮಾನುಸ್ ಹೊತ್ತೊ. ತೆಚೊ ಯಾವಾರ್ ಸಂಬಾಳ್ತಲೊ ಎಕ್ ಕಾರ್ಬಾರಿ ಹೊತ್ತೊ. ಸಾವ್ಕಾರಾಕ್, ತೊ ಕಾರ್ಬಾರಿ ಅಪ್ನಾಚೆ ಪಯ್ಸೆ ಹಾಳ್ ಕರುಕ್ ಲಾಗ್ಲಾ ಮನುನ್ ಸಾಂಗಟ್ಲ್ಯಾನಿ.