Luke 16:10 — Compare Translations
7 translations compared side by side
Odia - 1840
"େଛାଟ େଛାଟ ବିଷୟ ରେ ଯଦି ଜଣକୁ ବିଶ୍ବାସ କରାଯାଇ ପାରିବ, ତବେେ ତାକୁ ବଡ ବିଷୟ ଗୁଡିକ ପାଇଁ ମଧ୍ଯ ବିଶ୍ବାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହାଇଯୋଏ ତବେେ ସେ ଅଧିକ ଜିନିଷ ପାଇଁ ମଧ୍ଯ ଆସାଧୁ ହାଇଯେିବା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ଵସ୍ତ ଅଟେ, ପୁଣି ଯେ ଅତି ଅଳ୍ପ ବିଷୟରେ ଅବିଶ୍ଵସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ଵସ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଅଳ୍ପ ବିଷୟରେ ଅବିଶ୍ୱସ୍ତ, ସେ ବହୁତ ବିଷୟରେ ଅବିଶ୍ୱସ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଛୋଟ ଛୋଟ ବିଷୟରେ ଯଦି ଜଣକୁ ବିଶ୍ୱାସ କରାଯାଇ ପାରିବ, ତେବେ ତାକୁ ବଡ଼ ବିଷୟ ଗୁଡ଼ିକ ପାଇଁ ମଧ୍ୟ ବିଶ୍ୱାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହୋଇଯାଏ ତେବେ ସେ ଅଧିକ ଜିନିଷ ପାଇଁ ମଧ୍ୟ ଆସାଧୁ ହୋଇଯିବା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
Odia IRV 2017 (ଓଡିଆ ବାଇବେଲ)
ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಬಾರಿಕ್ಲ್ಯಾ ವಿಶಯಾತ್ನಿ ವಿಶ್ವಾಸಾನ್ ರ್ಹಾತಾ; ತೊ ಮೊಟ್ಯಾ ವಿಶಯಾತ್ನಿಬಿ ವಿಶ್ವಾಸಾನ್ ರ್ಹಾತಾ.