Luke 16:12 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ବାସ ଯୋଗ୍ଯ ବୋଲି ପ୍ରମାଣିତ ହାଇେ ନାହଁ, ତବେେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ଯ ତୁମ୍ଭମାନଙ୍କୁ ଦିଆ ୟିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ଵସ୍ତ ହୋଇନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବେ?
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଯାହା ଅନ୍ୟର, ସେଥିରେ ଯଦି ତୁମେ ବିଶ୍ୱସ୍ତ ହୋଇ ନାହଁ, ତେବେ ଯାହା ତୁମ ନିଜର, ତାହା କିଏ ତୁମ୍ଭମାନଙ୍କୁ ଦେବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ନାହଁ, ତେବେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ୟ ତୁମ୍ଭମାନଙ୍କୁ ଦିଆ ଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜರ್ ದುಸ್ರ್ಯಾಕ್ನಿ ಸಮಂದ್ ಪಡಲ್ಲ್ಯಾ ವಿಶಯಾತ್ನಿಚ್ ತುಮಿ ವಿಶ್ವಾಸಾನ್‍ ನಾಶಿ, ತರ್ ತುಮ್ಕಾಚ್ ಮನುನ್ ಸಮಂದ್ ಪಡಲ್ಲೆ ತುಮ್ಕಾ ಕೊನ್ ದಿತಾ?