Luke 16:13 — Compare Translations
7 translations compared side by side
Odia - 1840
"ଜଣେ ସବେକ ଏକା ସଙ୍ଗ ରେ ଦୁଇଜଣ ମାଲିକଙ୍କ ସବୋ କରିପାରିବ ନାହିଁ। ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ଶ୍ରଦ୍ଧା କରିବ। କିମ୍ବା ସେ ଜଣକ ପ୍ରତି ବିଶ୍ବସ୍ତ ରହିବ ଓ ଅନ୍ୟ ଜଣକୁ ବଖାେତିର କରିବ। ତୁମ୍ଭମାନେେ ଏକା ବେଳେ ପରମେଶ୍ବର ଓ ଧନ ଦୁହିଁଙ୍କ ସବୋକରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ଭୃତ୍ୟ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣକୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ଵର ଓ ଧନ ଭଭୟର ଦାସ ହୋଇ ପାର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଜଣେ ଦାସ ଦୁଇ ମୁନିବର ସେବା କରି ନ କାରେ; ସେ ଜଣକୁ ଅବଜ୍ଞା କରିବ ଓ ଅନ୍ୟର ଅନୁଗତ ହେବ; ସେ ଜଣକ ପ୍ରତି ବିଶ୍ୱସ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ସେବା କରି ପାରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
“ଜଣେ ସେବକ ଏକା ସଙ୍ଗରେ ଦୁଇଜଣ ମାଲିକଙ୍କ ସେବା କରି ପାରିବ ନାହିଁ। ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ଶ୍ରଦ୍ଧା କରିବ। କିମ୍ବା ସେ ଜଣକ ପ୍ରତି ବିଶ୍ୱସ୍ତ ରହିବ ଓ ଅନ୍ୟ ଜଣକୁ ବେଖାତିରି କରିବ। ତୁମ୍ଭେମାନେ ଏକା ବେଳେ ପରମେଶ୍ୱର ଓ ଧନ ଦୁହିଁଙ୍କ ସେବା କରି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಕ್ ಆಳಾನ್ ದೊನ್ ಧನಿಯಾಂಚಿ ಸೆವಾ ಕರುಕ್ ಹೊಯ್ನಾ; ತೊ ಆಳ್ ಎಕ್ಲ್ಯಾಚೊ ದ್ವೆಶ್ ಕರ್ತಾ, ಅನಿ ಎಕ್ಲ್ಯಾಚೊ ಪ್ರೆಮ್ ಕರ್ತಾ. ಎಕ್ಲ್ಯಾಕ್ ತೊ ವಿಶ್ವಾಸಾನ್ ರ್ಹಾತಾ,ಅನಿ ಎಕ್ಲ್ಯಾಕ್ ತೊ ವಿಶ್ವಾಸಾನ್ ರ್ಹಾಯ್ನಾ. “ತುಮಿ ದೆವಾಚಿಬಿ, ಪೈಸ್ಯಾಂಚಿಬಿ ಸೆವಾ ಕರುಕ್ ಹೊಯ್ನಾ” ಮನುನ್ ಸಾಂಗಟ್ಲ್ಯಾನ್.