Luke 16:14 — Compare Translations
7 translations compared side by side
Odia - 1840
"ଫାରୂଶୀମାନେ ଏହି ସବୁ କଥା ଶୁଣୁଥିଲେ। ଫାରୂଶୀମାନେ ନିଜ ଟଙ୍କାକୁ ଭଲ ପାଉଥିବାରୁ ଯୀଶୁଙ୍କୁ ସମାଲୋଚନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ବିଦ୍ରୂପ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀମାନେ ଏହିସବୁ ଶୁଣିବା ପରେ ଯୀଶୁଙ୍କୁ ବିଦ୍ରୂପ କଲେ, କାରଣ ସେମାନେ ଧନ ପ୍ରତି ଆସକ୍ତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବିଧାନ ଅଟଳ ଫାରୂଶୀମାନେ ଏହିସବୁ କଥା ଶୁଣୁଥିଲେ। ଫାରୂଶୀମାନେ ନିଜ ଟଙ୍କାକୁ ଭଲ ପାଉଥିବାରୁ ଯୀଶୁଙ୍କୁ ସମାଲୋଚନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಆಯ್ಕುನ್, ಪೈಸ್ಯಾಂಚೊ ಪ್ರೆಮ್ ಕರ್ತಲ್ಯಾ ಫಾರಿಜೆವಾನಿ, ಜೆಜುಕ್ ನಕ್ಕಲ್ ಕರ್ಲ್ಯಾನಿ,