Luke 16:19 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ଵରରେ ପ୍ରତିଦିନ ଆମୋଦପ୍ରମୋଦ କରୁଥିଲା;
Odia BSI (ପବିତ୍ର ବାଇବଲ (CL) NT (BSI))
“ଜଣେ ଧନୀ ଲୋକ ଥିଲା। ସେ ବହୁତ ମୂଲ୍ୟବାନ୍ ପୋଷାକ ପିନ୍ଧି ବିଳାସ ବ୍ୟସନରେ ସମୟ କାଟୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଧନୀ ଲୋକ ଓ ଲାଜାର ଯୀଶୁ କହିଲେ, “ଥରେ ଜଣେ ଧନୀଲୋକ ସଦାବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସମ୍ପୂର୍ଣ୍ଣ ଭୋଜି ଦେବାକୁ ସକ୍ଷମ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
Odia IRV 2017 (ଓଡିଆ ବାଇବେଲ)
ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್, “ಎಗ್ದಾ ಎಕ್ ಸಾವ್ಕಾರ್ ಮಾನುಸ್ ಹೊತ್ತೊ. ತೊ ಎಗ್ದಮ್ ಲೈ ಕಿಮ್ತಿಚೆ ಕಪ್ಡೆ ನೆಸಿ, ಅನಿ ಸದ್ದಿಚ್ ಎಗ್ದಮ್ ಆರಾಮಾಚೆ ಜಿವನ್ ತೊ ಕರಿ.