Luke 16:2 — Compare Translations

7 translations compared side by side

Odia - 1840
"ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, ମୁଁ ତୁମ୍ଭ ବିରୁଦ୍ଧ ରେ ଅନକେ କଥା ଶୁଣୁଛି। ତୁମ୍ଭେ ଯାହା ସବୁ କରିଛ, ତାର ହିସାବ ମାେତେ ଦିଅ। ଏଣିକି ତୁମ୍ଭେ ଆଉ ମାରେ ଗୁମାସ୍ତା ହାଇେ ପାରିବନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେ ତାକୁ ଡ଼ାକି କହିଲେ, ‘ମୁଁ ତୁମ ବିଷୟରେ ଏ କ’ଣ ଶୁଣୁଛି? ତୁମେ ମୋ’ ସମ୍ପତ୍ତି ପରିଚାଳନାର ସମ୍ପୂର୍ଣ୍ଣ ହିସାବ ଦିଅ, ତୁମେ ଆଉ ମୋର ବେବର୍ତ୍ତା ହୋଇ ରହିପାରିବ ନାହିଁ।’
Odia Bible ERV 2004 (ପବିତ୍ର ବାଇବଲ)
ଧନୀଲୋକ ଜଣକ ଗୁମାସ୍ତାଙ୍କୁ ଡାକି କହିଲେ, “ମୁଁ ତୁମ୍ଭ ବିରୁଦ୍ଧରେ ଅନେକ କଥା ଶୁଣୁଛି। ତୁମ୍ଭେ ଯାହାସବୁ କରିଛ, ତା’ର ହିସାବ ମୋତେ ଦିଅ। ଏଣିକି ତୁମ୍ଭେ ଆଉ ମୋର ଗୁମାସ୍ତା ହୋଇ ପାରିବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತೆನಿ, ತ್ಯಾ ಕಾರ್‍ಬಾರ್‍ಯಾಕ್ ಬಲ್ವುಲ್ಯಾನ್, ಅನಿ ತುಜ್ಯಾ ವಿಶಯಾತ್ ಹೆ ಕಾಯ್ ಆಯ್ಕುಲಾ ಮಿಯಾ? ಅನಿ ಫಿಡೆ ತಿಯಾ ಮಾಜ್ಯಾ ಆಸ್ತಿಚೊ ಕಾರ್ಬಾರಿ ಹೊವ್ನ್ ರ್‍ಹಾತಲೆ ನಕ್ಕೊ, ಲಗ್ಗುನಾ ಕಾಯ್ ಹೊತ್ತೊ ಲೆಕ್ಕ್ ಮಾಕಾ ಹಾನುನ್ ಒಪಸ್” ಮಟ್ಲ್ಯಾನ್.