Luke 16:21 — Compare Translations

7 translations compared side by side

Odia - 1840
"ଧନୀଲୋକ ଖାଇସାରିବା ପରେ ଯାହା ଛାଡି ଦିଏ ସହେି ଅଇଁଠା ଅଂଶତକ ଖାଇବାକୁ ଚାହୁଁଥିଲା। କୁକୁରମାନେ ଆସି ତା'ର ଘାଆକୁ ଚାଟୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୂରାଇବାକୁ ଆଶା କରୁଥିଲା; ଆଉ, କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆସବୁ ଚାଟୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧନୀ ଲୋକର ମେଜରୁ ପଡ଼ୁଥିବା ଅଇଁଠା ଖାଇବାକୁ ସେ ଚାହିଁ ରହିଥାଏ - ତା’ ଦେହ ଘା’ ପୂର୍ଣ୍ଣ ହୋଇଥିଲା ଓ କୁକୁରମାନେ ଆସି ତା’ ଘା’ ଚାଟୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଧନୀଲୋକ ଖାଇସାରିବା ପରେ ଯାହା ଛାଡ଼ି ଦିଏ ସେହି ଅଇଁଠା ଅଂଶତକ ଖାଇବାକୁ ଗ୍ଭହୁଁଥିଲା। କୁକୁରମାନେ ଆସି ତା’ର ଘାଆକୁ ଗ୍ଭଟୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಸಾವ್ಕಾರ್ ಮಾನ್ಸಾಚ್ಯಾ ಜೆವ್ನಾಚ್ಯಾ ಜೆವ್ತಾನಾ ಪಡಲ್ಲೆ ಉಸ್ಟೆ ತರ್‍ಬಿ ಅಪ್ನಾಕ್ ಖಾವ್ಕ್ ಗಾವ್ತಾ,ಮನುನ್ ತೊ ರಾಕುನ್ಗೆತ್ ರ್‍ಹಾಯ್. ಕುತ್ರಿ ಸೈತ್ ಯೆವ್ನ್ ತೆಚ್ಯಾ ದುಕ್ಕಾಕ್ನಿ ಚಾಟಿತ್”.