Luke 16:22 — Compare Translations
7 translations compared side by side
Odia - 1840
"ପରେ ଲାଜାର ମରିଗଲା। ସ୍ବର୍ଗଦୂତମାନେ ତାହାକୁ ନଇଯାେଇ ଅବ୍ରହାମଙ୍କ କୋଳ ରେ ରଖିଲେ। ଧନୀ ଲୋକ ଜଣକ ମଧ୍ଯ ମରିଗଲା ଓ ତାହାକୁ କବର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ଵାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
“କାଳକ୍ରମେ ଭିକାରୀଟି ମରିଗଲା ଓ ସ୍ୱର୍ଗର ଦୂତମାନେ ତାକୁ ଅବ୍ରାହାମଙ୍କ ନିକଟକୁ ନେଇଗଲେ। ଧନୀ ଲୋକଟି ମଧ୍ୟ ମରିଗଲା ଏବଂ ତାକୁ କବର ଦିଆଗଲା।
Odia Bible ERV 2004 (ପବିତ୍ର ବାଇବଲ)
“ପରେ ଲାଜାର ମରିଗଲା। ସ୍ୱର୍ଗଦୂତମାନେ ତାହାକୁ ନେଇଯାଇ ଅବ୍ରହାମଙ୍କ କୋଳରେ ରଖିଲେ। ଧନୀ ଲୋକ ଜଣକ ମଧ୍ୟ ମରିଗଲା ଓ ତାହାକୁ କବର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
Odia IRV 2017 (ଓଡିଆ ବାଇବେଲ)
କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಗರಿಬ್ ಮಾನುಸ್ ಮರ್ಲೊ, ಅನಿ ತೆಕಾ ಸರ್ಗಾ ವೈಲ್ಯಾ ದುತಾನಿ, ಉಕ್ಲುನ್ ನ್ಹೆವ್ನ್ ಸರ್ಗಾ ವೈಲ್ಯಾ ಸನಾಚ್ಯಾ ಜೆವ್ನಾಕ್, ಅಬ್ರಾಹಾಮಾಚ್ಯಾ ಬಾಜುಕುಚ್ ನ್ಹೆವ್ನ್ ಬಸ್ವುಲ್ಯಾನಿ. ತೊ ಸಾವ್ಕಾರ್ ಮಾನುಸ್ಬಿ ಮರ್ಲೊ, ಅನಿ ತೆಕಾ ಮಾಟಿ ದಿಲ್ಯಾನಿ.