Luke 16:23 — Compare Translations

7 translations compared side by side

Odia - 1840
"ତାହାକୁ ନର୍କକୁ ପଠାଇ ଦିଆଗଲା। ସଠାେରେ ସେ ବହୁତ ୟନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳ ରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂର ରେ ଦେଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ନରକ ଯନ୍ତ୍ରଣାରେ।। କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାଙ୍କ କୋଳରେ ଲାଜାରକୁ ଦେଖିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ନଗକରେ ପଡ଼ି ଯନ୍ତ୍ରଣାରେ କଲବଲ ହେବା ସମୟରେ, ଉପରକୁ ଚାହିଁ ଅବ୍ରାହମ ଓ ତାଙ୍କ ପାଖରେ ଲାଜାରକୁ ଦେଖିଲା।
Odia Bible ERV 2004 (ପବିତ୍ର ବାଇବଲ)
ତାହାକୁ ନର୍କକୁ ପଠାଇ ଦିଆଗଲା। ସେଠାରେ ସେ ବହୁତ ଯନ୍ତ୍ରଣା ଭୋଗ କଲା। ଧନୀଲୋକ ଜଣକ ଉପରକୁ ଅନାଇଲା ଓ ଲାଜାରକୁ କୋଳରେ ଧରିଥିବା ଅବ୍ରହାମଙ୍କୁ ବହୁତ ଦୂରରେ ଦେଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನರ್‍ಕಾತ್ ಮೊಟ್ಯಾ ವಳ್ವಳ್ಯಾಚ್ಯಾ ಜಾಗ್ಯಾತ್, ತೊ ಹೊತ್ತೊ. ಥೈತ್ನಾ ತೆನಿ ವೈರ್ ಬಗಟಲ್ಲ್ಯಾ ತನ್ನಾ, ತೆಕಾ ಅಬ್ರಾಮ್ ದಿಸ್ಲೊ ಥೈತ್ನಾ ತೊ ಧುರ್ ಹೊತ್ತೊ, ಅನಿ ಲಾಜರಸ್ ಅಬ್ರಾಹಾಮಾಚ್ಯಾ ಬಾಜುಕುಚ್ ಬಸಲ್ಲೊ.

Recommended Reading