Luke 16:24 — Compare Translations
7 translations compared side by side
Odia - 1840
"ସେ ଡାକିଲା, 'ପିତା ଅବ୍ରହାମ, ମାେତେ ଦୟା କର। ମାେ ପାଖକୁ ଲାଜାରକୁ ପଠାଅ। ସେ ତା' ଆଙ୍ଗୁଳି ଟିପକୁ ପାଣି ରେ ବୁଡଇେ ମାେ ଜିଭ ରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁ ରେ ବହୁତ ୟନ୍ତ୍ରଣା ଭୋଗ କରୁଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ଡାକି କହିଲା, ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ଆପଣା ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ତା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଚିକ୍ରାର କରି କହିଲା, ‘ହେ ପିତା ଅବ୍ରାହାମ! ମୋ’ ପ୍ରତି ଦୟା କରନ୍ତୁ; ଲାଜାରକୁ ପଠାନ୍ତୁ, ସେ ତା’ ଅଙ୍ଗୁଳିରେ ଟିକେ ପାଣି ମୋ’ ଜିଭରେ ଦେଇ ଶୀତଳ କରିବ - ଏହି ଅଗ୍ନିରେ ମୁଁ ବଡ଼ କଷ୍ଟ ପାଉଛି।’
Odia Bible ERV 2004 (ପବିତ୍ର ବାଇବଲ)
ସେ ଡାକିଲା, ‘ପିତା ଅବ୍ରହାମ, ମୋତେ ଦୟା କର। ମୋ’ ପାଖକୁ ଲାଜାରକୁ ପଠାଅ। ସେ ତା’ ଅଙ୍ଗୁଳି ଟିପକୁ ପାଣିରେ ବୁଡ଼େଇ ମୋ’ ଜିଭରେ ଟୋପାଏ ଟୋପାଏ ପାଣି ଦେଉ। ମୁଁ ଏହି ନିଆଁରେ ବହୁତ ଯନ୍ତ୍ରଣା ଭୋଗ କରୁଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ಸಾವ್ಕಾರ್ ಮಾನುಸ್, “ಅಬ್ರಾಹಾಮ್ ಬಾಬಾ! ಮಾಜೆ ವರ್ತಿ ದಯಾ ಕರ್, ಅನಿ ಲಾಜರಸಾಕ್ ತೆಚಿ ಬೊಟ್ ಪಾನಿಯಾತ್ ಬುಡ್ವುನ್, ಎಕ್ ಠೆಂಬೊ ಮಾಜ್ಯಾ ಜಿಬ್ಲಿ ವರ್ತಿ ಘಾಲುನ್ ಥಂಡ್ ಕರುಕ್, ತೆಕಾ ಮಾಜೆಕ್ಡೆ ಧಾಡುನ್ ದಿ, ಕಶ್ಯಾಕ್ ಮಟ್ಲ್ಯಾರ್, ಮಿಯಾ ಹ್ಯಾ ಆಗಿತ್ ವಳ್ವಳುಲಾಲಾ!” ಮನುನ್ ಬೊಬ್ ಮಾರುನ್ ಸಾಂಗುಕಲಾಲೊ.