Luke 16:28 — Compare Translations
7 translations compared side by side
Odia - 1840
"ମାରେପାଞ୍ଚଜଣ ଭାଇ ଅଛନ୍ତି। ଲାଜାର ମାରେ ଭାଇମାନଙ୍କୁ ସତର୍କ କରାଇ ଦବେ। ତା ହେଲେ ସମାନେେ ଏ ୟନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସନ୍ତି, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ମୋର ପାଞ୍ଚ ଭାଇ ଅଛନ୍ତି। ସେ ଯାଇ ସେମାନଙ୍କୁ ସତର୍କ କରାଇ ଦେଇ, ଯେପରି ସେମାନେ ଅନ୍ତତଃ ଏ ଯନ୍ତ୍ରଣାପୂର୍ଣ୍ଣ ସ୍ଥାନକୁ ଆସିବେ ନାହିଁ।’
Odia Bible ERV 2004 (ପବିତ୍ର ବାଇବଲ)
ମୋର ପାଞ୍ଚ ଜଣ ଭାଇ ଅଛନ୍ତି। ଲାଜାର ମୋର ଭାଇମାନଙ୍କୁ ସତର୍କ କରାଇ ଦେବ। ତା’ହେଲେ ସେମାନେ ଏ ଯନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’
Odia IRV 2017 (ଓଡିଆ ବାଇବେଲ)
କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಮಾಜಿ ಪಾಚ್ ಜಾನಾ ಭಾವಾ ಹಾತ್, ತೊ ತೆಂಕಾ ಜಾವ್ನ್ ಉಶಾರ್ಕಿ ದಿಂವ್ದಿತ್, ತೆನಿ ತರ್ಬಿ, ಹ್ಯಾ ವಳ್ವಳ್ಯಾಚ್ಯಾ ಜಾಗ್ಯಾರ್ ಯೆಯ್ನಸ್ತಾನಾ ರಾಂವ್ದಿತ್”, ಮಟ್ಲ್ಯಾನ್.