Luke 16:29 — Compare Translations

7 translations compared side by side

Odia - 1840
"କିନ୍ତୁ ଅବ୍ରହାମ କହିଲେ, ' ସମାନଙ୍କେ ପାଖ ରେ ମାଶାଙ୍କେ ନିୟମ ଓ ଭବିଷ୍ଯଦ୍ବକ୍ତାମାନଙ୍କ ଲଖାେ ସବୁ ପଢିବା ପାଇଁ ରହିଛି। ସମାନେେ ସେଥିରୁ ଶିକ୍ଷା ଲାଭ କରନ୍ତୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅବ୍ରହାମ କହିଲେ, ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଅବ୍ରାହମ କହିଲେ, ‘ତୋର ଭାଇମାନଙ୍କୁ ସତର୍କ କରାଇବା ପାଇଁ ମୋଶା ଓ ଭାବବାଦୀମାନେ ଅଛନ୍ତି; ସେମାନେ ଯାହା କହିଛନ୍ତି, ତୋର ଭାଇମାନେ ତାହା ଶୁଣିବା ଉଚିତ।’
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ପାଖରେ ମୋଶାଙ୍କ ନିୟମ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଲେଖା ସବୁ ପଢ଼ିବା ପାଇଁ ରହିଛି। ସେମାନେ ସେଥିରୁ ଶିକ୍ଷା ଲାଭ କରନ୍ତୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅବ୍ରାହାମ କହିଲେ, ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅಬ್ರಾಹಾಮಾನ್,“ತುಜ್ಯಾ ಭಾವಾಕ್ನಿ ಉಶಾರ್ಕಿ ದಿವ್ಕ್ ಮೊಯ್ಜೆ, ಅನಿ ಪ್ರವಾದ್ಯಾಂಚಿ ಪುಸ್ತಕಾ ಹಾತ್. ತ್ಯಾತುರ್‍ನಿ ಸಾಂಗಟಲ್ಲೆಚ್ ತುಜಿ ಭಾವಾ ಆಯ್ಕುಂದಿತ್”, ಮಟ್ಲ್ಯಾನ್.