Luke 16:30 — Compare Translations

7 translations compared side by side

Odia - 1840
"ଧନୀ ଲୋକଟି କହିଲା, 'ନା, ପିତା ଅବ୍ରହାମ! ଯଦି ମରି ଯାଇଥିବା ଲୋକମାନଙ୍କ ଭିତରୁ କହେି ଜଣେ ତାହାଙ୍କ ପାଖକୁ ଯାଏ, ତବେେ ସମାନେେ ବିଶ୍ବାସ କରିବେ ଓ ସମାନଙ୍କେର ହୃଦୟ ଓ ଜୀବନକୁ ପରିବର୍ତ୍ତନ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ କହିଲା, ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧନୀ ଲୋକଟି ଉତ୍ତର ଦେଲା, ‘ହେ ପିତା ଅବ୍ରାହମ, ସେତିକି ଯଥେଷ୍ଟ ନୁହେଁ। କିନ୍ତୁ ଯଦି କେହି ମୃତ୍ୟୁରୁ ଉତ୍ଥିତ ହୋଇ ସେମାନଙ୍କ ନିକଟକୁ ଯିବ, ତେବେ ସେମାନେ ସେମାନଙ୍କ ପାପରୁ ମନ ଫେରାଇବେ।’
Odia Bible ERV 2004 (ପବିତ୍ର ବାଇବଲ)
ଧନୀ ଲୋକଟି କହିଲା, ‘ନା, ପିତା ଅବ୍ରହାମ! ଯଦି ମରି ଯାଇଥିବା ଲୋକମାନଙ୍କ ଭିତରୁ କେହି ଜଣେ ତାହାଙ୍କ ପାଖକୁ ଯାଏ, ତେବେ ସେମାନେ ବିଶ୍ୱାସ କରିବେ ଓ ସେମାନଙ୍କର ହୃଦୟ ଓ ଜୀବନକୁ ପରିବର୍ତ୍ତନ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ କହିଲେ, ହେ ପିତା ଅବ୍ରାହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಸಾವ್ಕಾರ್ ಮಾನ್ಸಾನ್, “ತೆ ತವ್ಡೆಚ್ ತೆಂಕಾ ಉಶಾರ್ಕಿ ದಿವ್ಕ್ ಪಾವಿನಾ, ಅಬ್ರಾಹಾಮ್ ಬಾಬಾ! ಮರಲ್ಲೊ ಎಕ್ಲೊ ಝಿತ್ತೊ ಹೊವ್ನ್ ತೆಂಚ್ಯಾಕ್ಡೆ ಗೆಲ್ಯಾರ್, ತೆನಿ ತೆಂಚ್ಯಾ ಪಾಪಾನಿತ್ನಾ ಫಾಟಿ ಪರತ್ತ್ಯಾತ್”, ಮನುನ್ ಜಬಾಬ್ ದಿಲ್ಯಾನ್.