Luke 16:7 — Compare Translations

7 translations compared side by side

Odia - 1840
"ତା'ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଚାରିଲେ, 'ତୁମ୍ଭର କେତେ ଋଣ ପରିଶାଧେ କରିବାକୁ ଅଛି?' ଖାତକଟି କହିଲା, 'ଶ ହେ ଭରଣ ଗହମ', ଗୁମାସ୍ତା ତାହାଙ୍କୁ କହିଲେ, 'ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭ ଉପରେ କେତେ ପାଉଣା? ସେ କହିଲା, ଶହେ ଭରଣ ଗହମ । ସେ ତାହାକୁ କହିଲା, ତୁମ୍ଭର ଚୁକ୍ତିପତ୍ର ଘେନି ଅଶୀ ବୋଲି ଲେଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ଆଉ ଜଣକୁ ପଚାରିଲା, ‘ଆଉ ତୁ - କେତେ କରଜ କରିଛୁ?’ ସେ କହିଲା, ‘ଏକ ହଜାର ବସ୍ତା ଗହମ,’ ବେବର୍ତ୍ତା ତାକୁ କହିଲା, ‘ଏଇ ତୋର ରସିଦ୍, ଏଥିରେ ଆଠ ଶହ ବୋଲି ଲେଖିଦେ।’
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଗ୍ଭରିଲେ, ‘ତୁମ୍ଭର କେତେ ଋଣ ପରିଶୋଧ କରିବାକୁ ଅଛି?’ ଖାତକଟି କହିଲା, ‘ଶହେ ଭରଣ ଗହମ’, ଗୁମାସ୍ତା ତାହାଙ୍କୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭେ କେତେ ଧାର ନେଇଅଛ? ସେ କହିଲା, ଶହେ ଭରଣ ଗହମ । ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಅನಿ ಎಕ್ಲ್ಯಾಕ್ ಬಲ್ವುಲ್ಯಾನ್, “ಅನಿ ತಿಯಾ ಕವ್ಡೆ ರಿನ್ ದಿತಲೆ ಹಾಯ್?” ಮನುನ್ ಇಚಾರ್‍ಲ್ಯಾನ್, ತೆನಿ “ಹಜಾರ್ ಚಿಲಾ ಘಂವ್” ಮಟ್ಲ್ಯಾನ್. ತ್ಯಾ ಅಳಾನ್ “ಘೆ ತುಜೊ ಲೆಕ್ಕ್ ಪತ್ರ್, ಅನಿ ಆಟ್‍ಸೆ ಚಿಲಾ ಮನುನ್ ಲಿವ್” ಮನುನ್ ಸಾಂಗಟ್ಲ್ಯಾನ್.