Luke 16:9 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥି ରେ ପରମେଶ୍ବରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତବେେଳେ ଏ ଜାଗତିକ ଧନ ସରିୟିବ, ସେତବେେଳେ ଚିରନ୍ତନ ନିବାସ ରେ ତୁମ୍ଭମାନଙ୍କୁ ସ୍ବାଗତ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ଜାଗତିକ ଧନ ସାହାଯ୍ୟରେ ବନ୍ଧୁ ଲାଭ କର। ତାହାହେଲେ, ଯେତେବେଳେ ତୁମ ପାଇଁ ଧନ ନିରର୍ଥକ ହେବ, ସେତେବେଳେ ତୁମେ ନିତ୍ୟସ୍ଥାୟୀ ବାସ ସ୍ଥାନରେ ଗୃହୀତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭମାନଙ୍କର ଯାହାସବୁ ଅଛି ସେଥିରେ ପରମେଶ୍ୱରଙ୍କ ସହିତ ମିତ୍ରତା ସ୍ଥାପନ କର। ତେଣୁ ଯେତେବେଳେ ଏ ଜାଗତିକ ଧନ ସରିଯିବ, ସେତେବେଳେ ଚିରନ୍ତନ ନିବାସରେ ତୁମ୍ଭମାନଙ୍କୁ ସ୍ୱାଗତ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಫಿಡೆ ಜೆಜುನ್ “ತೆಚೆಸಾಟ್ನಿ ಮಿಯಾ ತುಮ್ಕಾ ಸಾಂಗ್ತಾ; ಜಗಾತ್ ತುಮಿ ತುಮ್ಚ್ಯಾಚ್ ಸಾಟ್ನಿ ಮನುನ್, ತುಮ್ಚ್ಯಾ ಅನ್ನ್ಯಾಯಾಚ್ಯಾ ಸಾವ್ಕಾರ್‍ಕಿನ್ ದೊಸ್ತಿಯಾ ಕಮ್ವುನ್ ಘೆವಾ, ಅಶೆ ಹ್ಯಾ ಜಗಾನ್ ತುಮ್ಕಾ ಸೊಡುನ್ ದಿಲ್ಲ್ಯಾ ತನ್ನಾ ತುಮ್ಕಾ ಕನ್ನಾಚ್ ಮರಾನ್ ನಸ್ತಾನಾ ರ್‍ಹಾತಲ್ಯಾ ಘರಾತ್ ಬಲ್ವುನ್ ಘೆವ್ನ್ ಹೊತಾ”.