Luke 17:1 — Compare Translations
7 translations compared side by side
Odia - 1840
"ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ବାରା ଏଭଳି ଘଟଣାମାନ ଘଟିବ, ସହେି ଲୋକ ପାଇଁ ଏହା ବହୁତ ଖରାପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ଵାରା ତାହା ଘଟିବ, ହାୟ, ସେ ଦଣ୍ତର ପାତ୍ର;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯେଉଁସବୁ ପରୀକ୍ଷା ଦ୍ୱାରା ମନୁଷ୍ୟ ପାପରେ ପଡ଼େ, ସେସବୁ ନିଶ୍ଚୟ ଆସିବ; କିନ୍ତୁ ଯେ ଏ ସବୁର କାରଣ ହୁଏ, ତାହାର ଶେଷ ଦଶା କେଡ଼େ ଭୟଙ୍କର।
Odia Bible ERV 2004 (ପବିତ୍ର ବାଇବଲ)
ପାପ କର ନାହିଁ ଏବଂ କ୍ଷମା ଦେବା ପାଇଁ ପ୍ରସ୍ତୁତ ହୁଅ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ୱାରା ଏଭଳି ଘଟଣାମାନ ଘଟିବ, ସେହି ଲୋକ ପାଇଁ ଏହା ବହୁତ ଖରାପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ ಲೊಕಾಕ್ನಿ ಪಾಪಾತ್ ಪಾಡ್ವುತಲಿ ಕಾಮಾ ಹೊವ್ಕುಚ್ ಪಾಜೆ, ಖರೆ, ಹಿ ಪಾಪಾತ್ ಪಡಿಸರ್ಕೆ ಕತರ್ಲಿ ಕಾಮಾ ಕರ್ತಲ್ಯಾಚಿ ಗತ್ ಮಿಯಾ ಕಾಯ್ ಸಾಂಗು!