Luke 17:10 — Compare Translations
7 translations compared side by side
Odia - 1840
"ତୁମ୍ଭମାନଙ୍କ କ୍ଷେତ୍ର ରେ ସହେି ଏକା କଥା ହବେ। ତୁମ୍ଭମାନଙ୍କୁ ଦିଆଯାଇଥିବା କାମତକ କରି ଦବୋ ପରେ ତୁମ୍ଭମାନଙ୍କର କହିବା ଉଚିତ ଯେ, 'ଆମ୍ଭମାନେେ କୌଣସି ବିଶଷେ ଧନ୍ଯବାଦ ପାଇବାକୁ ଯୋଗ୍ଯ ନୋହୁଁ। କାରଣ ଆମ୍ଭେ ଅ ଯୋଗ୍ଯ ଚାକର ଓ ଆମ୍ଭର ଯାହା କରିବା ଉଚିତ, ଆମ୍ଭେ କବଳେ ତାହାହିଁ କରିଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଜ୍ଞାନୁସାରେ ସମସ୍ତ କର୍ମ କଲା ଉତ୍ତାରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ପ୍ରତି ମଧ୍ୟ ଏହା ପ୍ରଯୁଜ୍ୟ। ତୁମ୍ଭେମାନେ ଆଦେଶ ପାଳନ କରିବା ପରେ ଏହି କଥା କହିବା ଉଚିତ, ‘ଆମେ କେବଳ ଦାସ; ଆମେ ଆମର କର୍ତ୍ତବ୍ୟ ପାଳନ କରିଛୁ ମାତ୍ର’।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ କ୍ଷେତ୍ରରେ ସେହି ଏକା କଥା ହେବ। ତୁମ୍ଭମାନଙ୍କୁ ଦିଆଯାଇଥିବା କାମତକ କରି ଦେବା ପରେ ତୁମ୍ଭମାନଙ୍କର କହିବା ଉଚିତ୍ ଯେ, ‘ଆମ୍ଭେମାନେ କୌଣସି ବିଶେଷ ଧନ୍ୟବାଦ ପାଇବାକୁ ଯୋଗ୍ୟ ନୋହୁଁ। କାରଣ ଆମ୍ଭେ ଅଯୋଗ୍ୟ ଗ୍ଭକର ଓ ଆମ୍ଭର ଯାହା କରିବା ଉଚିତ୍, ଆମ୍ଭେ କେବଳ ତାହା ହିଁ କରିଛୁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೆಬಿ ತಸೆಚ್, ತುಮ್ಕಾ ಸಾಂಗಟಲ್ಲೆ ಸಗ್ಳೆ ಕರುನ್ ಹೊಲ್ಲ್ಯಾ ತನ್ನಾ ಅಮಿ ಸಾದಾರನ್ ಆಳಾ, ಅಮ್ಚೆ ಕಾಮ್ ಅಮಿ ಕರ್ಲಾಂವ್” ಮನುನ್ ಯವ್ಜುನ್ ಘೆವ್ನ್ ರ್ಹಾವಾ.