Luke 17:13 — Compare Translations
7 translations compared side by side
Odia - 1840
"କିନ୍ତୁ ସମାନେେ ଯୀଶୁଙ୍କୁ ପାଟି କରି ଡାକିଲେ, ହେ ପ୍ରଭୁ ଯୀଶୁ! ଦୟାକରି ଆମ୍ଭକୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦୂରରେ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, ହେ ଯୀଶୁ, ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯୀଶୁ! ହେ ଗୁରୁ! ଆମକୁ ଦୟା କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ଯୀଶୁଙ୍କୁ ପାଟି କରି ଡାକିଲେ, “ହେ ପ୍ରଭୁ ଯୀଶୁ! ଦୟାକରି ଆମ୍ଭକୁ ସାହାଯ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ, “ಜೆಜು! ಗುರುಜಿ! ಅಮ್ಚಿ ದಯಾ ಕರ್”, ಮನುನ್ ಬೊಬ್ ಮಾರ್ಲ್ಯಾನಿ.