Luke 17:14 — Compare Translations
7 translations compared side by side
Odia - 1840
"ଯୀଶୁ ଲୋକମାନଙ୍କୁ ଦେଖି କହିଲେ, ତୁମ୍ଭମାନେେ ଯାଇ ନିଜ ଦହକେୁ ଯାଜକମାନଙ୍କୁ ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ଆପଣା ଆପଣାକୁ ଯାଜକମାନଙ୍କୁ ଦେଖାଅ । ଆଉ, ସେମାନେ ଯାଉ ଯାଉ ଶୁଚି ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଦେଖି କହିଲେ, “ଯାଅ, ତୁମର ଯାଜକ ତୁମମାନଙ୍କୁ ପରୀକ୍ଷା କରି ଦେଖନ୍ତୁ।” ବାଟରେ ଯାଉଁ ଯାଉଁ ସେମାନେ ସୁସ୍ଥ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଲୋକମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ଦେହକୁ ଯାଜକମାନଙ୍କୁ ଦେଖାଅ।” ସେହି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲାବେଳେ ସୁସ୍ଥ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ । ଆଉ ସେମାନେ ଯାଉ ଯାଉ ଶୁଚି ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ ಬಗಟ್ಲ್ಯಾನ್, ಅನಿ “ಜಾವಾ, ಯಾಜಕಾನಿಕ್ಡೆ ಜಾವ್ನ್ ತಪಾಸುನ್ ಬಗುನ್ ಘೆವಾ” ಮಟ್ಲ್ಯಾನ್. ವಾಟೆನ್ ಜಾತಾ-ಜಾತಾನಾಚ್ ತೆನಿ ಪವಿತ್ರ್ ಹೊಲೆ.