Luke 17:15 — Compare Translations

7 translations compared side by side

Odia - 1840
"ସହେି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲା ବେଳେ ସୁସ୍ଥ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ଆପଣାକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚ ସ୍ଵରରେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ବାହୁଡ଼ିଆସି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହେବାର ଦେଖି ଉଚ୍ଚ ସ୍ୱରରେ ଈଶ୍ୱରଙ୍କ ପ୍ରଶଂସା କରି କରି ଫେରି ଆସିଲା।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ନିଜକୁ ସୁସ୍ଥ ହୋଇ ଯାଇଥିବାର ଦେଖି ଯୀଶୁଙ୍କ ପାଖକୁ ଫେରି ଆସିଲା। ସେ ବଡ଼ ପାଟିକରି ନଇଁପଡ଼ି ପ୍ରଣାମ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾತ್ಲ್ಯಾ ಎಕ್ಲ್ಯಾನ್ ಅಪ್ನಾಕ್ ಆರಾಮ್ ಹೊಲ್ಲೆ ಬಗಟ್ಲ್ಯಾನ್, ಅನಿ ತೊ ದೆವಾಕ್ ಹೊಗ್ಳುನ್ಗೆತ್ ಫಾಟಿ ಪರ್ತುನ್ ಯೆಲೊ.