Luke 17:16 — Compare Translations

7 translations compared side by side

Odia - 1840
"ଜଣେ ଲୋକ ନିଜକୁ ସୁସ୍ଥ ହାଇେ ଯାଇଥିବାର ଦେଖି ଯୀଶୁଙ୍କ ପାଖକୁ ଫରେି ଆସିଲା। ସେ ବଡ ପାଟିକରି ନଇଁପଡି ପ୍ରଣାମ କଲା ଓ ତାହାଙ୍କୁ ଧନ୍ଯବାଦ ଦୋଲା। ସେ ଯୀଶୁଙ୍କ ପାଦତଳେ ନଇଁପଡି ପ୍ରମାଣ କଲା ଓ ତାହାଙ୍କୁ ଧନ୍ଯବାଦ ଦଲୋ। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନଥିଲା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯୀଶୁଙ୍କ ପାଦ ତଳେ ଭୂଇଁରେ ପଡ଼ି ତାଙ୍କୁ ଧନ୍ୟବାଦ ଦେଲା। ସେ ଜଣେ ଶମିରୋଣୀୟ ଲୋକ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯୀଶୁଙ୍କ ପାଦତଳେ ନଇଁପଡ଼ି ପ୍ରମାଣ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନ ଥିଲା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಜೆಜುಚ್ಯಾ ಪಾಂಯಾತ್ನಿ ಪಡ್ಲೊ ಅನಿ ಜೆಜುಕ್ ತೆನಿ ಧನ್ಯವಾದ್ ದಿಲ್ಯಾನ್. ತೊ ಸಮಾರಿಯಾಚೊ ಎಕ್ ಮಾನುಸ್.